କୋଭିଡ-୧୯: ଜର୍ମାନୀ, ଫ୍ରାନ୍ସରେ ଗଲ୍ଫ ଟୁର୍ନାମେଣ୍ଟ ବାତିଲ

ଓ୍ବାଶିଂଟନ,୧୭।୪(ଏପି): କରୋନା ଭାଇରସ ସଂକ୍ରମଣ କାରଣରୁ ୟୁରୋପିୟ ଦେଶ ଫ୍ରାନ୍ସ ଓ ଜର୍ମାନୀରେ ଗଲ୍ଫ ଟୁର୍ନାମେଣ୍ଟଗୁଡିକ ବାତିଲ କରାଯାଇଛି। ଜର୍ମାନୀରେ ଆୟୋଜନ ହେବାକୁ ଥିବା ବିଏମ୍‌ଡବ୍ଲ୍ୟୁ ଅନ୍ତର୍ଜାତୀୟ ଓପନ ଓ ଫ୍ରାନ୍ସରେ ଓପନ୍‌ ଡି ଫ୍ରାନ୍ସ ଗଲ୍ଫ ଟୁର୍ନାମେଣ୍ଟ ବାତିଲ ହୋଇଛି।
ବିଏମ୍‌ଡବ୍ଲ୍ୟୁ ଅନ୍ତର୍ଜାତୀୟ ଓପନ୍‌ ମ୍ୟୁନିକ୍‌ରେ ଜୁନ୍‌ ୨୫ରୁ ଆରମ୍ଭ ହୋଇ ୨୮ ତାରିଖରେ ଶେଷ ହେବାର କାର୍ଯକ୍ରମ ଥିଲା। ସେହିପରି ଓପନ ଡି ଫ୍ରାନ୍ସ ଏହାର ଗୋଟିଏ ସପ୍ତାହ ପରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଜର୍ମାନ ଚାନ୍ସଲର ଆଞ୍ଜେଲା ମେର୍କେଲ ସର୍ବସାଧାରଣରେ ଲୋକଙ୍କୁ ଏକାଠି ହେବାକୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବ୍ୟାନ କରିଛନ୍ତି। ଫ୍ରାନ୍ସ ସରକାର ମଧ୍ୟ ଜୁଲାଇ ମଧ୍ୟ ପର୍ଯ୍ୟନ୍ତ ସମାନ ନୀତି ଆପଣାଇଛନ୍ତି। ସ୍କଟିଶ ଓପନ୍‌ ଜୁଲାଇ ୯ରୁ ୧୨ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଏକ ନୂଆ ତାରିଖରେ ଆୟୋଜନ କରାଯିବା ପାଇଁ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri