କୋଭିଡ-୧୯ ମୁକାବିଲା: ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪.୫ ଲକ୍ଷ ପରିବାର

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା (କୋଭିଡ-୧୯) ସାରା ବିଶ୍ୱରେ କେବଳ ଏକ ସ୍ବାସ୍ଥ୍ୟ ସମସ୍ୟା ନୁହେଁ ଏହା ଅନେକ ଅର୍ଥନୈତିକ ସମସ୍ୟା ମଧ୍ୟ ସୃଷ୍ଟି କରିଛି। ଏହାର ମୁକାବିଲା ଲାଗି ରାଜ୍ୟର ସହରାଞ୍ଚଳ ଗରିବଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସହରାଞ୍ଚଳ ଶ୍ରମଭିତ୍ତିକ କାର୍ଯ୍ୟ ପାଇଁ ୧୦୦ କୋଟି ଟଙ୍କାର ଯୋଜନା ଘୋଷଣା କରିଛନ୍ତି। ରାଜ୍ୟର ୧୧୪ଟି ପୌରାଞ୍ଚଳର ୪ ଲକ୍ଷ ୫୦ ହଜାର ପରିବାର ଏଥିରେ ଉପକୃତ ହେବେ। ଚଳିତ ଏପ୍ରିଲ ମାସରୁ ଆରମ୍ଭ ହୋଇ ଏହା ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ମିଶନଶକ୍ତର ସହାୟତା ଓ ସହଭାଗିତାରେ ଏହି କାର୍ଯ୍ୟକ୍ରମ ଚାଲିବ। ହିତାଧିକାରୀଙ୍କ ମଜୁରୀ ପ୍ରତି ସପ୍ତାହରେ ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ।
ବର୍ତ୍ତମାନ ଏହି କଷ୍ଟକର ସମୟରେ ରାଜ୍ୟ ସରକାର ସହରାଞ୍ଚଳର ଗରିବ ଲୋକଙ୍କୁ ରୋଜଗାର ଦେବା ପାଇଁ ଅର୍ବାନ୍‌ ଓ୍ବେଜ୍‌ ଏମ୍ଲୟମେଣ୍ଟ ଇନିସିଏଟିଭ ନାମରେ ଏକ ଜରୁରୀକାଳୀନ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ରାଜ୍ୟର ୧୪୪ଟି ପୌରାଞ୍ଚଳ ଗୁଡିକରେ ରହୁଥିବା ଶ୍ରମିକ, ଗରିବ ଲୋକ ଓ ଦିନ ମଜୁରିଆ ଲୋକଙ୍କ ପାଇଁ ଜୀବିକା ସୃଷ୍ଟି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri