କରୋନା ସଚେତନତା: ଚୌଦ୍ୱାର ଡାଳିଯୋଡ଼ା ସାହିତ୍ୟ ସଂସଦ ପକ୍ଷରୁ ମାସ୍କ ବଣ୍ଟନ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ଡାଳିଯୋଡା ସାହିତ୍ୟ ସଂସଦ ପକ୍ଷରୁ ପଥଚାରୀଙ୍କୁ ମାସ୍କ ବଣ୍ଟନ କରାଯାଉଛି। ୫୫ ନଂ. ଜାତୀୟ ରାଜପଥର ଚୌଦ୍ୱାର ଥାନା ସମ୍ମୁଖରେ ସଂସଦର କର୍ମକର୍ତ୍ତାମାନେ ବିନା ମାସ୍କରେ ଚଳପ୍ରଚଳ କରୁଥିବା ପଥଚାରୀ, ବାଇକ ଚାଳକ , ପୋଲିସ କର୍ମଚାରୀ ଓ ଥାନାକୁ ଆସୁଥିବା ଲୋକଙ୍କୁୁ ମାସ୍କ ପ୍ରଦାନ କରୁଛନ୍ତି। ଏଥିସହ ମାସ୍କ ବ୍ୟବହାରର ଉପକାରିତା ଓ ସାମାଜିକ ଦୂରତା ଅବଲମ୍ବନ କରିବା ଦିଗରେ ସଚେତନ କରାଉଛନ୍ତି। ସେହିପରି ବିରାଟବଜାର ଠାରେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀ, ପଥଚାରୀ ଓ ବୁଲା ବିକାଳୀଙ୍କୁ ମଧ୍ୟ ମାସ୍କ ବଣ୍ଟନ କରିଛନ୍ତି। ଚୌଦ୍ୱାର ଥାନା ବରିଷ୍ଠ ନାଗରିକ ଆସିଷ୍ଟାଣ୍ଡ ନୋଡାଲ ଅଫିସର ରବିନ୍ଦ୍ର କୁମାର ମୁର୍ମୁ, ସଂସଦର ଶ୍ରୀନିବାସ ବେହେରା,କେ.ସି.ପ୍ରତାପ ସିଂହ,ବିଶ୍ୱକଲ୍ୟାଣ ଦାସ, କର୍ମକର୍ତ୍ତା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri