ଲକ୍‌ ଡାଉନ୍‌ର ପ୍ରଭାବ: ୧୦ ବର୍ଷ ପଛକୁ ଚାଲିଯିବ ଦେଶ; ସୃଷ୍ଟି ହେବେ ୧୦ କୋଟି ନୂଆ ଗରିବ; ବିପିଏଲ୍‌ ସଂଖ୍ୟା ଛୁଇଁବ ୯୧ କୋଟି

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତ ସରକାର ଦେଶବ୍ୟାପୀ ଲକ୍‌ ଡାଉନ୍‌ ଜାରି କରିଛନ୍ତି। ଏହାଦ୍ୱାରା ଦେଶ ଆର୍ଥିକ ଦୃଷ୍ଟିକୋଣରୁ ୧୦ ବର୍ଷ ପଛକୁ ଚାଲିଯିବ ବୋଲି ୟୁନାଇଟେଡ୍‌ ନେଶନ୍‌ ବିଶ୍ୱବିଦ୍ୟାଳୟ(ୟୁଏନ୍‌ୟୁ) ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଏହାଯୋଗୁ ଦେଶରେ ୧୦ କୋଟି ୪୦ ଲକ୍ଷ ନୂଆ ଗରିବ ସୃଷ୍ଟି ହେବେ। ସେହିପରି ବର୍ତ୍ତମାନ ଦେଶରେ ବିପିଏଲ୍‌ଙ୍କ ସଂଖ୍ୟା ୮୧ କୋଟି ୧୦ ଲକ୍ଷ ଥିବାବେଳେ ଏହା ବଢ଼ି ୯୧ କୋଟି ୫୦ ଲକ୍ଷ ହେବାର ଆଶଙ୍କା ରହିଛି। ଏଥିପାଇଁ ସରକାରଙ୍କୁ ନୂଆ ଆର୍ଥିକ ବିକାଶ ଯୋଜନା ଊପରେ ଅଧିକ ଧ୍ୟାନ କେନ୍ଦ୍ରୀତ କରିବାକୁ ପଡ଼ିବ ବୋଲି ରିପୋର୍ଟରେ କୁହାଯାଇଛି। ଅନ୍ତର୍ଜାତୀୟ ଶ୍ରମ ସଂଗଠନ(ଆଇଏଲ୍‌ଓ) କହିଛି ଯେ, ଲକ୍‌ ଡାଉନ୍‌ ଯୋଗୁ ଭାରତରେ ୪୦ କୋଟି ଲୋକ ଗରିବ ହୋଇଯିବେ। ଅଣ-ସଂଗଠିତ କ୍ଷେତ୍ରରେ ବହୁ କର୍ମଚାରୀ ନିଯୁକ୍ତି ହରାଇବେ ବୋଲି ଆଇଏଲ୍‌ଓ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର

ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୧୨।୧୨:  ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ...

ଭାରତକୁ ବଡ଼ ଝଟକା ଦେଲା ମେକ୍ସିକୋ, ୫୦% ଟାରିଫ୍‌ ଲଗାଇବା ପରେ ଏସବୁ ଜିନିଷର ବଢିଯିବ ଦାମ୍‌

ନୂଆଦିଲ୍ଲୀ, ୧୨ା୧୨: ମେକ୍ସିକୋ ସିନେଟ୍‌ରେ ବୁଧବାର ନୂଆ ଟାରିଫ୍‌ ରିଜାଇମ୍‌ ସମ୍ପର୍କିତ ଏକ ବିଲ୍‌ ପାରିତ ହୋଇଛି। ବିଧେୟକ ସପକ୍ଷରେ ୭୬ ଓ ବିରୋଧରେ ୫...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri