କରୋନା ଭାଇରସ ଥିମ୍‌କୁ ନେଇ ରିଲଜ ହେବ ସଲମାନଙ୍କ ଗୀତ ‘ପ୍ୟାର କରୋନା’

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ କରୋନା ଭାଇରସ ଥିମ୍‌କୁ ନେଇ ଏକ ଗୀତ ରିଲିଜ କରିବେ ବୋଲି ସୂଚନା ଦେଇଛନ୍ତି। ୫୪ ବର୍ଷୀୟ ଏହି ଅଭିନେତା ଇନଷ୍ଟାଗ୍ରାମ ମାଧ୍ୟମରେ ଏହି ସୂଚନା ଦେବା ସହ ଗୀତର ଏକ ଟିଜର ମଧ୍ୟ ଶେୟାର କରିଛନ୍ତି। ଟିଜରର ଆରମ୍ଭରେ ସଲମାନ ପ୍ରଥମେ ସମସ୍ତଙ୍କୁ ନମସ୍କାର ଜଣାଇବା ସହ ସଲାମ କରୁଛନ୍ତି। ଏଥିରେ ମ୍ୟୁଜିକ ପ୍ଲେ ହେବା ପରେ ସଲମାନ ଗାଉଛନ୍ତି, ‘ପ୍ୟାର କରୋନା , ଏତିହାଦ କରୋନା’ (ସ୍ପ୍ରେଡ ଲଭ, ଷ୍ଟେ ୟୁନାଇଟେଡ)। ଗୋଟିଏ ଦିନ ପରେ ଏହା ରିଲିଜ୍‌ ହେବ ବୋଲି ସଲମାନ ସୂଚନା ଦେଇଛନ୍ତି। ଏହି ଗୀତକୁ ସାଜିଦ-ଓ୍ବାଜିଦ କମ୍ପୋଜ କରିଥିବା ବେଳେ ସଲମାନ ଓ ହୁସେନ ଦଲାଲ ଏହାକୁ ରଚନା କରିଛନ୍ତି। ଏହା ସଲମାନଙ୍କ ୟୁଟ୍ୟୁବ ଚ୍ୟାନେଲରେ ସୋମବାର ରିଲିଜ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri