ଲକ୍‌ଡାଉନରେ ମାତିଛନ୍ତି ଲୁଟେରା

ପାଟପୁର,୨୦ା୪- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଥିବାବେଳେ ଜଣେ ମହିଳାଙ୍କ ବେକରୁ ସୁନାହାର ଝାମ୍ପି ନେଇଛନ୍ତି। ପୋଲିସ ଲକ୍‌ଡାଉନ୍‌ରେ ବ୍ୟସ୍ତ ଥିବାବେଳେ ପାଟପୁର ଅଞ୍ଚଳରେ କିଛିଦିନ ହେଲା ଚୋର ମାତିଛନ୍ତି। ବିଳମ୍ବିତ ରାତିରେ ମହାନଳା ବଡ଼ସାହିର ଗୋପି ସାହୁ ଓ ପାଣତୁଲୁ ଦୋରାଙ୍କ କବାଟ ଭାଙ୍ଗି ଦୁର୍ବୃର୍ତ୍ତମାନେ ଚୋରି କରିବାକୁ ଉଦ୍ୟମ କରି ବିଫଳ ହୋଇଥିବାବେଳେ ଟି. କୁରେଶୁ ଦୋରାଙ୍କ ସ୍ତ୍ରୀ ଯମୁନା ଭୋର ପ୍ରାୟ ସାଢେ ୩ଟାବେଳେ ବାରିପଟେ ଅଳିଆ ପକାଇବାକୁ ଯାଇଥିବାବେଳେ ଦୁର୍ବୃତ୍ତମାନେ ସେ ପିନ୍ଧିଥିବା ସୁନାହାର (ପୁସ୍ତ)କୁ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ପାଟପୁର ପୋଲିସ ପହଞ୍ଚତ୍ ତଦନ୍ତ କରି ଫେରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri