ବୌଦ୍ଧ, ୨୧ା୪(ସ୍ବ.ପ୍ର)
ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ କାଶଲପୁର ଗ୍ରାମ ସମୀପ ଏକ କ୍ଷେତରୁ ରବିବାର ଗଁାର ଦୁଃଶାସନ ଗୁରୁ (୪୫)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଥିଲା ା ବୌଦ୍ଧ ପୋଲିସ ମୃତଦେହ ଜବତ କରତ ତଦନ୍ତ ଆରମ୍ଭ କରିଥିଲା ା ବିବାହିତ ଦୁଃଶାସନ ପାରିବାରିକ କଳହ ଯୋଗଁୁ ପିଲାଛୁଆଙ୍କୁ ଛାଡି ଗତ ୭ ବର୍ଷ ହେବ ଗାଁ ବାହାରେ ଏକ ମଠ କରି ରହୁଥିଲେ। ଗତବର୍ଷ ତାଙ୍କ ଝିଅର ବାହାଘର ହୋଇଥିଲେ ମଧ୍ୟ ତାଙ୍କୁ ଡକା ଯାଇ ନ ଥିଲା ା ପାରିବାରିକ କଳହ ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥାଇ ପାରେ ବୋଲି ଅନୁମାନ କରି ପୋଲିସ ସୋମବାର ମୃତକଙ୍କ ସ୍ତ୍ରୀ, ଝିଅ, ଜ୍ୱାଇଁ ଓ ଜଣେ ପଡୋଶୀଙ୍କୁ ଥାାନକୁ ଆଣି ପଚାରଉଚରା କରୁଛି। ଖୁବଶୀଘ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାଶ ଗିରଫ କରାଯିବ ବୋଲି ଥାନା ଅଧିକାରୀ ତପସ୍ବନୀ କହଁର କହିଛନ୍ତି।
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...
ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍ କଲେ ଅଦାଲତ
କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...
ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...
ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ
ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍’। ସତ୍ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...
ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା
ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...
‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...
ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…
ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...
ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍ ରାସ୍ତାରେ ହାତାହାତି ହେଲେ ଦୁଇ ନେତା
ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...
Archives


