ମାସ୍କ ବାଣ୍ଟିଲା ନେହେରୁ ଯୁବକେନ୍ଦ୍ର

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା ବରପାଲି ବ୍ଲକ କୁଶନପୁରୀ ଗ୍ରାମରେ କ୍ରୀଡ଼ା ଓ ଯୁବ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ବରଗଡ଼ର ନେହେରୁ ଯୁବକେନ୍ଦ୍ର ତରଫରୁ ସିଲେଇ ତାଲିମ କେନ୍ଦ୍ର ଖୋଲା ଯାଇଛି । ଏହି ତାଲିମ କେନ୍ଦ୍ରରେ ପ୍ରଶିକ୍ଷାର୍ଥିନୀମାନେ ମାସ୍କ ତିଆରି କରିଥିଲେ । ସେହି ମାସ୍କଗୁଡ଼ିକୁ ବଣ୍ଟନ କରାଯାଇଛି। ବରପାଲି ବିଡ଼ିଓ ତ୍ରିବିକ୍ରମ କୁମୁରା, ସରପଞ୍ଚ ଚତୁର୍ଭୁଜ ନାଗ ପ୍ରମୁଖ ଉପସ୍ଥିତ ରହି ତାହା ଅଞ୍ଚଳର ଲୋକଙ୍କୁ ବଣ୍ଟନ କରିଥିଲେ । ନେହେରୁ ଯୁବକେନ୍ଦ୍ର ତରଫରୁ ସଞ୍ଜୀବ ଗୁରୁ, ବଳବନ୍ତ ଷଣ୍ଢ, ରଶ୍ମିତା ବାରିକ ଏଥିରେ ସହଯୋଗ କରିଥିଲେ । ପ୍ରଦୀପ ଷଣ୍ଢ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri