ଲକ୍‌ ଡାଉନ ଅମାନ୍ୟକାରୀଙ୍କ ନାମରେ ମାମଲା

ଖୁଣ୍ଟା,୨୨ା୪(ଡି.ଏନ୍‌.ଏ.)-ରାଜ୍ୟର ବିଭିନ୍ନ ଅଞ୍ଚଳରେ କୋରନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ଲକ୍‌ ଡାଉନର ଅବୋଧି ବଢ଼ାଇଛନ୍ତି। ଜନସଧାରଣଙ୍କୁ ଘରୁ ନ ବାହାରିବା ପାଇଁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ କେତେକ ବ୍ୟକ୍ତି ବେପରୁଆ ଭାବେ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ଆସିବା ଓ ରହିବା ଇତ୍ୟାଦି କରୁଥିବା ଦେଖିବାକୁ ମିଳୁଛି। ଏହି ପରିପେକ୍ଷୀରେ ସୋମବାର ବାଲେଶ୍ୱରରୁ ଆସି ଖୁଣ୍ଟା ବ୍ଲକ ଅଞ୍ଚଳରେ ରହିଥିବା ଜଣେ ବ୍ୟକ୍ତିଙ୍କ ନାମରେ ଖୁଣ୍ଟା ଥାନା ପୋଲିସ ଏକ ମାମଲା(ନଂ. ୫୭/୨୦୨୦) ରୁଜୁ କରିଛି। ସୂଚନା ଅନୁଯାୟୀ, ଖୁଣ୍ଟା ବ୍ଲକ ଅଧୀନ ସପନଚୁଆ ପଞ୍ଚାୟତ ଗିରିଶଚନ୍ଦ୍ରପୁର ଗ୍ରାମର ଜଣେ ବ୍ୟକ୍ତି ଦୀର୍ଘଦିନ ହେଲା ବାଲେଶ୍ୱରରେ ରହି ଆସୁଥିଲେ। ତେବେ ସେ ଗ୍ରାମକୁ ଫେରି ଆସିଥିବା ଖବର ପାଇ ଖୁଣ୍ଟା ତହସିଲଦାର ସ୍ମରଣ କୁମାର ପୃଷ୍ଟି ,ବିଡ଼ିଓ ମାନସ ରଞ୍ଜନ ସାମଲ ,ଏବିଡ଼ିଓ ବସନ୍ତ କୁମାର ପୃଷ୍ଟି ଓ ସ୍ଥାନୀୟ ସରପଞ୍ଚଙ୍କ ସମେତ ଥାନା ଆଇଆଇସି ସ୍ବର୍ଣ୍ଣଲତା ମିଞ୍ଜଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚି ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରିବା ସହିତ ତାଙ୍କୁ ପଞ୍ଚାୟତ ପକ୍ଷରୁ ଖୋଲା ଯାଇଥିବା କ୍ୱାରାଣ୍ଟାଟାଇନ ସେଣ୍ଟରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri