ଉର୍ବଶୀ ମନେପକାଇଲେ ପୁରୂଣାଦିନର ସ୍ମୃତି

ନୂଆଦିଲ୍ଲୀ: ନିଜର ସୁନ୍ଦରତାକୁ ନେଇ ବହୁ ଦର୍ଶକଙ୍କ ହୃଦୟରେ ରାଜ କରୁଥିବା ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ବୋଲ୍ଡ ଅନ୍ଦାଜକୁ ନେଇ ସବୁବେଳେ ଚର୍ଚ୍ଚାରେ। ଏହି ଲକ୍‌ଡାଉନ୍‌ରେ ମଧ୍ୟ ସେ ତାଙ୍କ ଫ୍ୟାନମାନଙ୍କ ମନକୁ ଜମା ନିରାଶ କରୁ ନାହାନ୍ତି। କିଛି ଦିନ ହେଲା ଉର୍ବଶୀ ନିଜର ବହୁତ ଗୁଡ଼ିଏ ସୁନ୍ଦର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନିକଟରେ ଆଉ ଥରେ ସେ ତାଙ୍କର କିଛି ଥ୍ରୋ ବ୍ୟାକ୍‌ ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋ ଗୁଡ଼ିକ ଏବେ ଭାଇରାଲ ହେବାରେ ଲାଗିଛି। ଉର୍ବଶୀ ୨୦୧୫ ମସିହାରେ ମିସ୍‌ ୟୁନିଭର୍ସ କଣ୍ଟେଷ୍ଟରେ ଭାଗ ନେଇଥିଲେ। ଭାରତ ପାଇଁ ସେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେହି ସମୟର ବିତାଇଥିବା ବିକ୍‌ନୀ ଫଟୋ ଗୁଡ଼ିକ ଏବେ ଶେୟାର କରିଛନ୍ତି। ଯେଉଁଥିରେ ସେ ବହୁତ ସୁନ୍ଦର ଦେଖାଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିରୁପତି ମନ୍ଦିରରେ ବିବାହକୁ ନେଇ ଏମିତି କହିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଅନେକ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଣ୍ଟିବାରେ ସଫଳ ହୋଇଛନ୍ତି। ସେ ଗତ କିଛି ଦିନ ଧରି...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ...

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri