୩୩୧ ରିପୋର୍ଟକୁ ଅପେକ୍ଷା

ବାରିପଦା ଅଫିସ, ୨୨ା୪: ଓଡ଼ିଶାରେ ଚିହ୍ନଟ ହୋଇଥିବା ଅଧିକାଂଶ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ବାଲେଶ୍ୱରରୁ ପଜିଟିଭି ବାହାରିବା ପରେ ପଡ଼ୋଶୀ ଜିଲା ମୟୂରଭବାସୀ ଏ ନେଇ ମଧ୍ୟ ଚିନ୍ତିିତ ରହିଛନ୍ତି। ଜିଲାର ୬୬୯ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ଆସିଥିବା ୩୩୮ଟି ସାମ୍ପୁଲ ନେଗେଟିଭ୍‌ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅବଶିଷ୍ଟ ୩୩୧ଟି ସାମ୍ପୁଲର ରିପୋର୍ଟକୁ ଅପେକ୍ଷା କରାଯାଇଛି। ସେହିଭଳି ଜିଲାରେ ବିଦେଶରୁ ଫେରିଥିବା ୯୮ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଶେଷ ହୋଇଥିବା ବେଳେ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି। ଅନ୍ୟପକ୍ଷେ ବିଭିନ୍ନ ରାଜ୍ୟରୁ ୧୨୬୧୦ ଜଣ ଶ୍ରମିକ ଜିଲାକୁ ଫେରିଥିବା ବେଳେ ୧୨୦୪୩ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଶେଷ ହୋଇଛି। ୫୬୭ ଜଣ ଶ୍ରମିକ ବର୍ତ୍ତମାନ ହୋମ୍‌ କ୍ୱାରାଣ୍ଟାଇନର ଅଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ଗୋଟିଏ ବି ପଜିଟିଭ କେସ୍‌ ଦେଖିବାକୁ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri