Odisha Elections 2024

କରୋନା ଯୋଦ୍ଧାଙ୍କୁ ଓଜିବିକେଏସ୍‌ର ସମର୍ଥନ

ଭୁବନେଶ୍ୱର,୨୪।୪: କରୋନା ବିରୋଧରେ ଲଢୁଥିବା ବ୍ୟକ୍ତିବିଶେଷଙ୍କୁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି) ପକ୍ଷରୁ ସମର୍ଥନ କରାଯାଇଛି। କରୋନା ଯୋଦ୍ଧାଙ୍କୁ ସମର୍ଥନ ଜଣାଇ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀମାନେ ସଲିଡାରିଡି ଡେ ପାଳନ କରିଛନ୍ତି। ଏହି ଦିବସକୁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କର୍ମଚାରୀ ସଂଘ(ଓଜିବିକେଏସ୍‌) ଏବଂ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଅଧିକାରୀ ସଂଘ(ଓଜିବିଏଏସ୍‌) ପକ୍ଷରୁ ପାଳନ କରାଯାଇଛି। ଭାରତୀୟ ମଜଦୁର ସଂଘ ପକ୍ଷରୁ ୨୨ ଏପ୍ରିଲକୁ ସଲିଡାରିଟି ଡେ ପାଳନ କରାଯିବା ଲାଗି ଏହାର ସମସ୍ତ ସଦସ୍ୟଙ୍କୁ କୁହାଯାଇଥିଲା। କର୍ମଚାରୀମାନେ ନୀରବ ପ୍ରାର୍ଥନା, ପ୍ଲାକାର୍ଡ ଧରି ସମର୍ଥନ ଏବଂ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ଭଳି ଅନ୍ୟ ପଦକ୍ଷେପ ହାତକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ନୋ ଇଣ୍ଡିଆ ସହ ଗୁଗଲ କ୍ଲାଉଡ୍‌ର ସହଭାଗିତା

ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ ଏବଂ ଗୁଗଲ କ୍ଲାଉଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପିତ ହୋଇଛି। ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ର...

ଫିକି ଫ୍ଲୋ ଭୁବନେଶ୍ବରର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୫।୫: ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମହିଳା ଶାଖା ସହ ଅନୁବନ୍ଧିତ ପ୍ରତିଷ୍ଠାନ ଫିକି ଫ୍ଲୋ ଭୁବନେଶ୍ୱର ପକ୍ଷରୁ...

ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଓଡ଼ିଶା ବଜାର

ଭୁବନେଶ୍ୱର,୨୫।୫: କ୍ରମାଗତ ଭାବେ ଘରୋଇ ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଥିବା ବେଳେ ଜାତୀୟସ୍ତରରେ ମଧ୍ୟ ଓଡ଼ିଶା ବଜାରର ଅଂଶ ପ୍ରାୟ ୬% ରହିଛି...

ଡିଆଇଏଲ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଡାବର ଇଣ୍ଡିଆ ଲିମିଟେଡ୍‌ (ଡିଆଇଏଲ୍‌)ର ନୂତନ ଉତ୍ପାଦ ‘ଡାବର ଗ୍ଲୁକୋପ୍ଲସ୍‌-ସି ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌’ର ଶୁଭାରମ୍ଭ ସହ...

ବାଲୁକାକଳା ମାଧ୍ୟମରେ ଭୋଟର ସଚେତନତା

ଭୁବନେଶ୍ୱର,୨୫।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ନୂତନ ଅଭିଯାନ ‘ବାଲୁକା କଳା ମାଧ୍ୟମରେ ଭୋଟର ସଚେତନତା’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍‌ବିଆଇର ଭୁବନେଶ୍ୱର ପ୍ରଧାନ...

ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ

କଟକ,୨୫।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ କଟକ ଶୋ‘ରୁମ୍‌(ଷ୍ଟୋର) ପରିସରରେ...

ବୈଦ୍ୟୁତିକ ସାମଗ୍ରୀର ଦର ବୃଦ୍ଧି ଆଶଙ୍କା

ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଲୋହିତ ସାଗର ସଙ୍କଟ ଯୋଗୁ ବର୍ତ୍ତମାନ ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଶିପିଂ କଣ୍ଟେନରର ଅଭାବ କାରଣରୁ ଚାଇନାରୁ ଆସୁଥିବା...

ଗୁଗୁଲ ପେ’ ୟୁଜର୍ସଙ୍କ ପାଇଁ ଖୁସି ଖବର, ଆକାଉଣ୍ଟରୁ କଟିବନି ଟଙ୍କା ଆଉ କରିପାରିବେ ପେମେଣ୍ଟ

ନୂଆଦିଲ୍ଲୀ,୨୪।୫: ଆପଣ ‘ଗୁଗୁଲ ପେ’ ବ୍ୟବହାର କରନ୍ତି କି? ଯଦିି ଆପଣ ଗୁଗୁଲ ପେ’ ବ୍ୟବହାରକାରୀ, ତେବେ ଆପଣଙ୍କ ପାଇଁ ଖୁସି ଖବର । ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri