ଭୁବନେଶ୍ୱର,୨୪।୪: ବଜାଜ ଫାଇନାନ୍ସ ପକ୍ଷରୁ ଏହାର ଗ୍ରାହକଙ୍କ ଲାଗି କୋଭିଡ୍-୧୯ ମୋରାଟୋରିୟମ ସୁବିଧା ପ୍ରଦାନ ସମ୍ପର୍କରେ ଘୋଷଣା କରାଯାଇଛି। ଭଲ ଟ୍ରାକ୍ ରେକର୍ଡ ଥିବା ଗ୍ରାହକଙ୍କୁ ଋଣ ପରିଶୋଧ କରିବା ଲାଗି କମ୍ପାନୀ ମହଲତ ହେଉଥିବା ସୂଚନା ଦେଇଛି। ଯେଉଁ ଗ୍ରାହକଙ୍କର କୌଣସି ପ୍ରକାର ଋଣରେ ୨ରୁ ଅଧିକ ଇଏମ୍ଆଇ ବକେୟା ନାହିଁ ସେମାନେ ଚଳିତ ବର୍ଷ ମାର୍ଚ୍ଚ, ଏପ୍ରିଲ ଏବଂ ମେ ମାସର କିସ୍ତି ପଇଠ ନ କରିବା ଲାଗି ମହଲତ ପାଇବାକୁ ଯୋଗ୍ୟ। ଯଦି ୨୦୨୦ ମାର୍ଚ୍ଚ ପରେ କୌଣସି ଋଣ ମଞ୍ଜୁର କରାଯାଇଥିବ ତେବେ ସେ ଉପରେ କୌଣସି ମହଲତ ପ୍ରଦାନ କରାଯିବ ନାହିଁ। ମୋରାଟୋରିୟମ ସୁବିଧା ନେବା ଲାଗି ଗ୍ରାହକ କମ୍ପାନୀଙ୍କୁ ଅନୁରୋଧ କରିବାକୁ ପଡ଼ିବ। ସୁବିଧା ନେବାକୁ ଚାହୁଁଥିବା ବ୍ୟକ୍ତି ଇଏମ୍ଆଇ କଟିବାର ୫ ଦିନ ମଧ୍ୟରେ କମ୍ପାନୀକୁ ଜଣାଇବାକୁ ପଡିବ। କଟିଥିବା ଇଏମ୍ଆଇ ଅର୍ଥ ଗ୍ରାହକ ୧୦ ଦିନ ମଧ୍ୟରେ ପାଇପାରିବେ। ଏହି ସୁବିଧା ନେଉଥିବା ଗ୍ରାହକଙ୍କ ଲାଗି ଋଣର ସୀମା ବଢ଼ିଯିବ ମୋରାଟୋରିୟମ ସୁଧ ଦେୟ ଅବଧିକୁ ବକେୟା ମୂଳଧନ ସହ ଯୋଡ଼ି ଦିଆଯିବ।
ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...
ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି
ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...
Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା
ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...
ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍ ଅଟକି ରହିବ ଆପଣଙ୍କ ଟଙ୍କା
ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...
ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ
ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...
୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?
ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
Archives


