ଖରାବର୍ଷାରେ ପଲିଥିନ ତଳେ ୩୭ ପରିବାର: ସୁରାଦେଇ ଜବରଦଖଲ ଉଛେଦକୁ ୪୫ ଦିନ ବିତିଲା

ଖଜୁରିପଡା,୨୪ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକ ସୁରାଦେଇ ଗ୍ରାମରେ ଦୀର୍ଘ ୧୦ବର୍ଷ ଧରି ଜବରଦଖଲ କରି ରହି ଆସୁଥିବା ୩୭ ପରିବାରଙ୍କୁ ମାର୍ଚ୍ଚ ୭ରେ ପ୍ରଶାସନ ପକ୍ଷରୁ ଉଛେଦ କରାଯାଇଥିଲା। ଖଣ୍ଡେ ଲେଖାଏ ଜରିପାଲ ଦେଇ ପ୍ରଶାସନ କାମ ସାରିଦେଇଛି। ୪୫ ଦିନ ହେଲା ଖରାବର୍ଷାରେ ପିଲାଛୁଆ ଧରି ସେମାନେ ପାଲତଳେ ପଡି ରହିଛନ୍ତି। ଲକ୍‌ଡାଉନ୍‌ ସେମାନଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ଉଚ୍ଛେଦକାରି ପରିବାର ମାନଙ୍କ ଏକା ଜିଦ୍‌ ମରିବୁ ପଛେ ସେହି ଜାଗା ଛାଡ଼ିବୁ ନାହିଁ। ଲଟାବୁଦା ଘେରା ସ୍ଥାନକୁ ସଫା କରି ୧୦ ବର୍ଷ ହେଲା ରହୁଥିଲୁ। ପ୍ରଶାସନ ମଧ୍ୟ ନଳକୂପ, ଧର୍ମ ମଣ୍ଡପ, ବିଦ୍ୟୁତ ସଂଯୋଗ, ରାସ୍ତା ଆଦି ସବୁ ବ୍ୟବସ୍ଥା କରିଥିଲା। ଏହି ଠିକଣାରେ ଆଧାର କାର୍ଡ, ରାଶନ କାର୍ଡ, ଭୋଟ ପରିଚୟପତ୍ର ଅଛି। ଏତେସବୁ ପରେ ଆମ ଘର ଭାଙ୍ଗି ଦିଆଗଲା। ବର୍ଷାପବନ ଯାହା ହେଉ ଏଠାରେ ରହିବୁ ଯାହାହେବ ଭଗବାନ ଭରଷା ବୋଲି କହିଛନ୍ତି ଉଚ୍ଛେଦ ପରିବାର।


Enter your email to get our daily news in your inbox.

All Right Reserved By Dharitri.Com

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri