ପୋର୍ଟ ଭିତରେ ଜଳିଗଲା ହାଇଓ୍ବା

ପାରାଦୀପ, ୨୪।୪ (ସ୍ବ.ପ୍ର.)-ପାରାଦୀପ ପୋର୍ଟର ୧ନମ୍ବର ଗେଟ୍‌ ପାଖରେ ଚାଲିଥିବ ଏକ ନୂତନ ପ୍ରକଳ୍ପ(ଜେଏସ୍‌ଡବ୍ଲ୍ୟୁ)ରେ ଶୁକ୍ରବାର ଏକ ହାଇଓ୍ବାରେ ନିଆଁ ଲାଗି ଗାଡ଼ିଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଗାଡ଼ିଟି ପେଟ୍‌ କୋକ୍‌ ବୋଝେଇ କରି ନିଷିଦ୍ଧାଞ୍ଚଳ ପ୍ଲଟକୁଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବିଦ୍ୟୁତ୍‌ ଶର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।ପ୍ରଥମେ ସ୍ଥାନୀୟ କମ୍ପାନୀ ଓ ପରେ ପୋର୍ଟ ଅଗ୍ନିାମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଗାଡ଼ିଟି ଏକ ପରିବହନ ସଂସ୍ଥାର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri