ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଦକ୍ଷିଣପୂରର ଦେବାଶିଷ ନାୟକ(୨୭)। ପୂର୍ବରୁ ତାଙ୍କର କୋଭିଡ-୧୯ ପରୀକ୍ଷା କରାଯାଇଥିବା ଥାନାଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି ।
ପ୍ରକାଶ ଯେ, ନାବାଳିକାଙ୍କୁ ଦେବାଶିଷ ବଳତ୍କାର କରିଥିବା ନେଇ ଗତ ୧୯ ତାରିଖରେ ପୀଡିତାଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ କେସ୍‌ ନଂ. ୧୧୬/୨୦ରେ ମାମଲା ଜୁରୁକରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍‌, ଏହି କାରଣ ପାଇଁ କୋର୍ଟ…

ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍‌ରା ବିବିଙ୍କୁ ୧୭ ବର୍ଷ ଜେଲ୍‌ଦଣ୍ଡ...

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri