ଖୁଜେନପାଲି କୁଷ୍ଠରୋଗୀଙ୍କୁ ରନ୍ଧାଖାଦ୍ୟ ପରଶିଲେ ବଲାଙ୍ଗୀର ଏସ୍‌ପି

ବଲାଙ୍ଗୀର, ୨୫ା୪(ଡି.ଏନ୍‌.ଏ.): ରାଜ୍ୟରେ ଜାରି ରହିଥିବା ଲକ୍‌ଡାଉନ ସମୟରେ ବଲାଙ୍ଗୀର ପୋଲିସ ଗରିବ ଓ ଅସହାୟ ଲୋକଙ୍କୁ ମାସେ ହେଲା ରନ୍ଧାଖାଦ୍ୟ ବଣ୍ଟନ କରୁଛନ୍ତି। ଖୁଜେନପାଲିରେ ରହୁଥିବା କୁଷ୍ଠ ରୋଗୀଙ୍କୁ ବଲାଙ୍ଗୀର ଏସ୍‌ପି ସନ୍ଦୀପ ମାଡକର ନିଜେ ରନ୍ଧାଖାଦ୍ୟ ପରଶିଛନ୍ତି। ଏହି କୁଷ୍ଠ ରୋଗୀମାନେ ଭିକ୍ଷାବୃତ୍ତିକରି ଦିନ କାଟିଥାନ୍ତି। ପ୍ରାୟ ମାସେ ହେଲା କରୋନା ଲକ୍‌ଡାଉନ ଯୋଗୁ କିଛି ଉପତ୍ାର୍ଜନ କରି ନ ପାରି ଭୋକରେ ରହୁଥିଲେ। ଏ ନେଇ ସୂଚନା ପାଇବା ପରେ ବଲାଙ୍ଗୀର ପୋଲିସ ପକ୍ଷରୁ ସେମାନଙ୍କୁ ପ୍ରତିଦିନ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ସହରର ବିଭିନ୍ନ ରାସ୍ତା ଓ ଗଳିକନ୍ଦିରେ ରହିଥିବା ଅସହାୟ ଓ ଯାଯାବରଙ୍କୁ ଖୋଜି ସେମାନେ ଖାଦ୍ୟ ବଣ୍ଟନ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ): ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri