ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ପଞ୍ଚାୟତରେ ନାମ ପଞ୍ଜୀକରଣ

ହାଟଡିହୀ,୨୬ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ୩୧ଟି ପଞ୍ଚାୟତ ରହିଛି। ଏ ଅଞ୍ଚଳରୁ ହଜାର ହଜାର ଲୋକ ବାହାର ରାଜ୍ୟରେ ରହୁଛନ୍ତି। ନିଜ ଘରକୁ ଫେରିବା ପାଇଁ ସରକାରଙ୍କ ନିୟମ ଅନୁସାରେ ପଞ୍ଚାୟତଗୁଡ଼ିକରେ ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ନାମ ପଞ୍ଜୀକରଣ ଚାଲୁ ରହିଛି। ପରିବାରବର୍ଗଙ୍କ ପକ୍ଷରୁ ନାମ ପଞ୍ଜୀକରଣ କରାଯାଉଛି। ପ୍ରାୟ ୫୦୦ ଲୋକଙ୍କ ନାମ ପଞ୍ଜୀକରଣ ହୋଇସାରିଲାଣି। ଶାସଙ୍ଗ ପଞ୍ଚାୟତରେ ସରପଞ୍ଚ ବିମ୍ବାଧର ବିଶ୍ୱାଳ ଓ ପିଇଓ କୋଦଣ୍ଡଧର ପଣ୍ଡା, ଶଢ଼ା ପଞ୍ଚାୟତରେ ଜୟନ୍ତୀ ସାମଲ, ବୈଦ୍ୟନାଥ ସାମଲ ଓ ଅନନ୍ତ ସାହୁ, ଢେଙ୍କା ପଞ୍ଚାୟତରେ ନରହରି ନାୟକ, ପ୍ରଫୁଲ୍ଲ ମାଝି, ବଞ୍ଚୋ ପଞ୍ଚାୟତରେ ସରପଞ୍ଚ ଚମ୍ପାବତୀ ପୁହାଣ, ଶଶାଙ୍କ ଶେଖର ପୁହାଣ, ହାଟଡିହୀ ପଞ୍ଚାୟତରେ ଅନସୁୟା ସେଠୀ ଓ କଳ୍ପତରୁ ସେଠୀ, ଡଅର ପଚାୟତରେ ହିସି ହେମ୍ବ୍ରମ, ବିନୟ ମଲିକ, ମଦନ ସାନ୍ତାଳ, ରମେଶ ମାଝି, ଗେଡ଼ମା ପଞ୍ଚାୟତରେ ଆନନ୍ଦ ଚନ୍ଦ୍ର ମହାନ୍ତି, ଅମୂଲ୍ୟ ପହି, ପନ୍ଦାଡ଼ୋରେ ପଙ୍କଜ ତ୍ରିପାଠୀ ଓ ଅନିରୁଦ୍ଧ ବେହେରା, ଅକାରୁଆ ପଞ୍ଚାୟତରେ କୌଶଲ୍ୟା ସେଠୀ ପ୍ରମୁଖ ନାମ ପଞ୍ଜୀକରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri