ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କଲେ ଅସହାୟ ମହିଳା: ରାଶନ ଯୋଗାଇଲା ଖଲିକୋଟ ପୋଲିସ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଓଡ଼ିଶା ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ କେଶପୁରର ଜଣେ ଅସହାୟ ମହିଳା ସୁନୀତା ସୁବୁଦ୍ଧି ଫୋନ୍‌ କରିବାରୁ ତାଙ୍କ ଘରେ ରାଶନ ସାମଗ୍ରୀ ପହଞ୍ଚାଇଛି ପୋଲିସ। ସେ ଫୋନ୍‌ କରି କହିଥିଲେ, ଘରେ ତାଙ୍କର ୩ ବର୍ଷର ଝିଅ ଅଛି। ତାଙ୍କ ସ୍ବାମୀ ବିଦେଶରେ ଅଛନ୍ତି। ଘରେ କିଛି ରାଶନ ଓ ଖାଦ୍ୟ ସାମଗ୍ରୀ ନ ଥିବା ସେ ଫୋନ୍‌ କରି ଜଣାଇଥିଲେ। ଏହାପରେ ରାଜ୍ୟ କଣ୍ଟ୍ରୋଲ ରୁମ୍‌ରୁ ଏସମ୍ପର୍କରେ ଖଲିକୋଟ ଥାନା ପୋଲିସକୁ ଫୋନ୍‌ ଆସିଥିଲା ଉକ୍ତ ମହିଳାଙ୍କ ଘରକୁ ଯାଇ ରାଶନ ଓ ଖାଦ୍ୟ ସାମଗ୍ରୀ ଖଲିକୋଟ ଥାନା ପୋଲିସ ପକ୍ଷରୁ ପ୍ରଦାନ କରଯାଇଥିଲା। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଏନେଇ ଖଲିକୋଟ ପୋଲିସକୁ ପ୍ରଶଂସା କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri