ବନ୍ଧ ଭିତରକୁ ପଶିଗଲା କୁକୁଡା ବୋଝେଇ ପିକଅପ ଭ୍ୟାନ

ପୁରୁଣାକଟକ, ୨୬ା୪(ଡି.ଏନ.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଅଧୀନ ବଡବନ୍ଧ ନିକଟରେ ଏକ କୁକୁଡା ବୋଝେଇ ଭ୍ୟାନ ରବିବାର ସକାଳେ ଏକ ବନ୍ଧ ଭିତରକୁ ପଶିଯାଇଥିଲା। ଗାଡିରେ ଥିବା ଦୁଇଜଣ ବର୍ତ୍ତି ଯାଇଥିବାବେଳେ ଡ୍ରାଇଭର ଆହତ ହୋଇଥିଲେ। ଅନ୍ୟପକ୍ଷରେ କୁକୁଡା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜାଣିବା ପରେ ଲୋକେ ଭ୍ୟାନରୁ କୁକୁଡା ସବୁ ବୋହି ନେଉଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ କରୁଛି। ସୂଚନାମତେ(ନଂ.ଓଆର୍‌ ୧୯ଏଲ ୭୭୮୬)କୁକୁଡା ବୋଝେଇ ପିକଅପ ଭ୍ୟାନ ଅନୁଗୋଳରୁ ଚାରିଛକ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri