ସୁରେଶ ପୂଜାରୀଙ୍କୁ ନୂଆ ଦାୟିତ୍ୱ: ହେଲେ ଲୋକ ସଭା ସଚେତକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଭାଜପାର ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି ଗଠନ ପରେ ବୁଧବାର ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କୁ ମିଳିଛି ନୂଆ ଦାୟିତ୍ୱ। ଲୋକ ସଭାର ସଚେତକ ଭାବେ ତାଙ୍କୁ ଦାୟିତ୍ୱ ମିଳିଛି। ଓଡ଼ିଶା ସହ ମଣିପୁର ଓ ତେଲେଙ୍ଗାନା ରାଜ୍ୟର ସଚେତକ ଭାବେ ସେ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଥିବା ବେଳେ ରାଜନାଥ ସିଂ ଲୋକ ସଭାରେ ଦଳର ଉପନେତା ଓ ଥାଓ୍ବାରଚାନ୍ଦ ଗେହଲଟ ରାଜ୍ୟସଭାରେ ଦଳର ଉପନେତା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri