Odisha Elections 2024

୫୦ ହଜାର ଦେଲା ବସ୍‌ ମାଲିକ ସଂଘ

ତାଳଚେର, ୨୮ା୪(ନି.ପ୍ର.)
କରୋନା ମୁକାବିଲା ପାଇଁ ତାଳଚେର ବସ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘ ସଭାପତି ଶ୍ରୀକାନ୍ତ କୁମାର ପାଣି, ସାଧାରଣ ସମ୍ପାଦକ ସୁମନ ବେହେରା, କୋଷାଧ୍ୟକ୍ଷ ମଦନ ମୋହନ ମହାନ୍ତି, ସାମାଜିକକର୍ମୀ ବାପି ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଉପଜିଲାପାଳ ରଜନୀକାନ୍ତ ସ୍ବାଇଁଙ୍କ ମାଧ୍ୟମରେ ଟଙ୍କା ପ୍ରଦାନ କରିଥିଲେ। ଏଥିସହ ସଂଘ ପକ୍ଷରୁ ବସ୍‌ଗୁଡ଼ିକୁ ବିଶୋଧନ କରାଯାଇଛି। ଏଥିପାଇଁ ଉପଖଣ୍ଡ ପ୍ରଶାସନ ତରଫରୁ ସଂଘକୁ ଧନ୍ୟବାଦ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର...

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ...

ରାସ୍ତା ପାର୍ଶ୍ୱରେ ବସୁଛି ହାଟ

ବଇଣ୍ଡା, ୧୬ା୫ (ପରିକ୍ଷିତ ସାହୁ)ବର୍ଷ ବର୍ଷ ହେଲା ସରକାର ରାଜସ୍ବ ଆଦାୟ କରୁଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ସାପ୍ତାହିକ ହାଟକୁ ନେଇ...

୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ

ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’...

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା...

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ...

ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri