ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ କଂଗ୍ରେସ ଭବନରେ ଶତାଧିକ ସମର୍ଥକଙ୍କ ଗହଣରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ ସମ୍ପୂର୍ଣ୍ଣ ଭାବେ ‘ହାଇ ଆଲର୍ଟ’ ଜାରି…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ ଦତ୍ତାତ୍ରେୟ ବାହିନୀପତି ମୁଖ୍ୟ ଅତିଥି ଭାବେ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ (୪୮)। ସୂଚନା ମୁତାବକ ଗୁରୁବାର ରାତି…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ ଅଟକାଇ ବସ୍‌ରେ ଯିବାପାଇଁ ବାଧ୍ୟ କରିଥିଲେ,…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୮୭…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି। ସକାଳ ୫ଟା ୩୭ରେ କାଲିଫର୍ନିଆର ସାନ ଡିଏଗୋ ଉପକୂଳରେ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ ଦଳଗୁଡିକ ଦୃଢ଼ ନିନ୍ଦା କରିଛନ୍ତି। ଶୁକ୍ରବାର ୪ଟି ବାମପନ୍ଥୀ ଦଳର ମିଳିତ ଟିମ୍‌…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ‘ଅଟଳ ବସ୍‌ଷ୍ଟାଣ୍ଡ’…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ ହେବାକୁ ଥିବା ଶାନ୍ତି ଆଲୋଚନା ଯଦି ବିଫଳ ହୁଏ, ତେବେ ଆମେରିକା ଇରାନ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି। ପ୍ରାୟ ୩୩ ଜଣ ଭକ୍ତ ଏଥିରେ ଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ ଭାବରେ କାର୍ଯ୍ୟ କରେ, ତଥାପି ସଂଘର୍ଷ ପରେ ମଧ୍ୟ, ଏହି ଅଞ୍ଚଳରେ ସାମୁଦ୍ରିକ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ ଭାରତ ଏହି ମଡେଲକୁ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ଭାରତ ବହୁତ ବଡ଼…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବ ପାରିତ ହୋଇଛି। ପାର୍ବତୀ ଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ୱ…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି ରାଜ୍ୟ ସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା ପାଇଁ ଚାଲିଥିବା ମହାଭିଯୋଗ ପ୍ରକ୍ରିୟା ମଧ୍ୟରେ ଏହି ଇସ୍ତଫା ଦିଆଯାଇଛି। ଗତ ବର୍ଷ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri