ଶେରଗଡ,୨୯ା୪(ଡି.ଏନ୍.ଏ.)- ଚେନ୍ନାଇରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ୧୦ ଜଣ ଲକ୍ଡାଉନ ପରେ ସେଠାରେ ଫସି ରହିଥିଲେ। କାମଧନ୍ଦା ବନ୍ଦ ପରେ ଖାଇବାକୁ ବହୁ ଅସୁବିଧା ହେବାରୁ ଶେଷରେ ଚାଲିଚାଲି ଘରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ୧୨ଦିନ ତଳେ ଚେନ୍ନାଇରୁ ଘର ଅଭିମୁଖେ ବାହାରିଥିଲେ। ଦୀର୍ଘ ୧୧ଶହ କିଲୋମିଟର ଚାଲି ମଙ୍ଗଳବାର ସମସ୍ତ ୧୦ ଶ୍ରମିକ ଗଁାରେ ପହଞ୍ଚତ୍ଛନ୍ତି। ବାଟରେ ହାଇଦ୍ରାବାଦ ପୋଲିସ ୨ଦିନ ଅଟକାଇବା ପରେ ଛାଡିଦେଇଥିଲେ ବୋଲି ସେମାନେ କହିଛନ୍ତି। ଗଁାରେ ପହଞ୍ଚତ୍ବାପରେ ସେମାନଙ୍କୁ ନରେନ୍ଦ୍ରପୁର ହାଇସ୍କୁଲ ସ୍ଥିତ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରଖାଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…
କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...
ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା
ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...
ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…
ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...
ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର
ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ
ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...
୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
Archives


