ବିପୁଳ ପରିମାଣର ଦେଶୀ ମଦ ଜବତ

ଆର.ଉଦୟଗିରି,୨୯ା୪(ଡି.ଏନ.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଆର.ଉଦୟଗିରି ଅବକାରୀ ବିଭାଗ, ରାମଗିରି ପୋଲିସ ଓ ବ୍ରହ୍ମପୁର ଇଆଇବିଆଇ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣର ମଦ ଜବତ କରିଛି। ଭାଲିଆସାହି, ଦାସିପୁର, ଗୁଡିପଦା, ତଟରାଜ କଲୋନି ଓ ରାମଗିରି ଗ୍ରାମରେ ଚଢାଉ କରି ୨୨୦୦ କେଜି ମହୁଲ ଓ ୪୦ ଲିଟର ମହୁଲି ଦେଶୀମଦ ଜବତ ହୋଇଥିଲା। ଏହି ଚଢାଉରେ ଆର୍‌.ଉଦୟଗିରି ଅବକାରୀ ଓଆଇସି ଜି. ସୁରିବାବୁ, ବ୍ରହ୍ମପୁର ଇଆଇବିଆଇ ଓ ପୋଲିସ କର୍ମଚାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri