କରୋନା ହଟ୍‌ସ୍ପଟ୍‌ ତାଲିକା: ରେଡ୍‌ ଜୋନ୍‌ରେ ଭଦ୍ରକ

ଭଦ୍ରକ ଅଫିସ,୧।୫: କରୋନା ହଟ୍‌ସ୍ପଟ୍‌ ଜୋନରେ ଓଡ଼ିଶାର ୩ଟି ଜିଲା ରହିଛି। ସେଗୁଡ଼ିକ ହେଉଛି ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ସେହିପରି ଅରେଞ୍ଜ ଜୋନରେ ରାଜ୍ୟର ୬ଟି ଜିଲା ରହିଛି। ସେଗୁଡ଼ିକ ହେଲା ହେଉଛି ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କୋରାପୁଟ, ଢେଙ୍କାନାଳ ଓ କଳାହାଣ୍ଡି । ତେବେ ଭୁବନେଶ୍ୱର ପୂର୍ବରୁ ରେଡ୍‌ ଜୋନରେ ଥିବା ବେଳେ ବର୍ତ୍ତମାନ ଅରେଞ୍ଜ ଜୋନରେ ରହିଛ। ଅପରପକ୍ଷେ ଗ୍ରୀନ ଜୋନରେ ଓ ୨୧ଟି ଜିଲା ସାମିଲ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ତାଜା ତାଲିକାରେ ଏହି ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ୧୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରେ ଭଦ୍ରକରୁ ୧୯ ଜଣ ଆକ୍ରାନ୍ତ ଥିବା ଜଣା ପଡିଛି। ଏମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଫେରିଥିବା ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri