ପୋଲିସ ଦୁର୍ବବ୍ୟହାର ଶିକାର ହୋଇଥିବା ଚାଷୀଙ୍କୁ ଭେଟିଲେ କଂଗ୍ରେସ ନେତା

ରତ୍ନଗିରି,୨।୫(ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନସ୍ଥ ମହାକାଳପଡ଼ା ପଞ୍ଚାୟତର ଚାଷୀମାନେ ଲକ୍‌ଡାଉନ୍‌ ସମୟରେ ଜିଲା ସୀମାନ୍ତବର୍ତ୍ତି କେନ୍ଦ୍ରାପଡା ଜିଲାର ଇନ୍ଦୁପୁର ସାପ୍ତାହିକ ହାଟକୁ ପନିପରିବା ବିକ୍ରୀ କରିବାକୁ ଯାଇଥିବା ବେଳେ ନିକିରାଇ ପୋଲିସର ଦୁର୍ବ୍ୟବହାରର ଶିକାର ହୋଇଥିଲେ। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବରୀ କଂଗ୍ରେସ ନେତା ଉମେଶ ଜେନା, ବରୀ ବ୍ଲକ ସଂଯୋଜକ ଅମରେଶ ପରିଡା ସ୍ଥାନୀୟ ମହାକାଳପଡ଼ାରେ ପହଞ୍ଚି ସମ୍ପୃକ୍ତ ଚାଷୀମାନଙ୍କ ସହିତ ଆଲୋଚନା କରିଥିବା ଜଣାପଡ଼ିଛି। ସରକାର କୃଷକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସମସ୍ତ ସୁବିଧା ଯୋଗାଇଦେବା କଥା ଡିଣ୍ଡିମ ପିଟୁଥିବା ବେଳେ ପୋଲିସର ଏଭଳି ଆଚରଣ ସମସ୍ତ କୃଷକ ସମାଜକୁ ଆଘାତ ଦେଇଛି ବୋଲି କଂଗ୍ରେସ ନେତା ଉମେଶ ଜେନା ପ୍ରକାଶ କରିଛନ୍ତି। କୃଷକମାନଙ୍କୁ ଦୁର୍ବ୍ୟବହାର କରିଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ କୃଷକମାନଙ୍କ ସ୍ବାର୍ଥ ଓ ସମ୍ମାନ ପାଇଁ ଆଗାମୀ ଦିନରେ ସଂଗ୍ରାମ ଜାରିରଖିବ ବୋଲି କଂଗ୍ରେସ ନେତା ଜେନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ।

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା...

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri