ନୂଆଦିଲ୍ଲୀ,୩। ୫: ଏଚ୍୧ ବି ଭିଜା ଏବଂ ଗ୍ରୀନ କାର୍ଡଧାରୀଙ୍କ ଲାଗି ଆଶ୍ୱସ୍ତି । ଏ କ୍ଷେତ୍ରରେ ବ୍ୟକ୍ତି ବିଶେଷଙ୍କୁ ଦସ୍ତାବିଜ ଦାଖଲ କରିବା ନେଇ ୬୦ ଦିନ ସମୟ ପ୍ରଦାନ କରାଯାଇଛି। ୟୁନାଇଟେଡ ଷ୍ଟେଟସ୍ ସିଟିଜେନଶିପ ଆଣ୍ଡ ଇମିଗ୍ରେସନ ସର୍ଭିସେସ୍ (ୟୁଏସ୍ସିଆଇସି) ପକ୍ଷରୁ ଏ ସଂକ୍ରାନ୍ତରେ ଘୋଷଣା କରାଯାଇଛି। ଆବଶ୍ୟକୀୟ ଦସ୍ତାବିଜ ଦାଖଲ କରିବା ଲାଗି ଆମେରିକା ନୋଟିସ ଜାରି କରିଥିଲା। କୋଭିଡ୍ ଯୋଗୁ ଲୋକମାନେ ଏବେ ଫସି ରହିଥିବାରୁ ଦସ୍ତାବିଜ ପ୍ରଦାନ କରିବାକୁ ବିଭିନ୍ନ ଅସୁବିଧା ସାମ୍ନା କରୁଛନ୍ତି। କୋଭିଡ୍-୧୯ ଯୋଗୁ ଆମେରିକା ଅର୍ଥ ବ୍ୟବସ୍ଥା ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।
ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ
ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...
ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ
ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...
8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...
ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…
ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍ କରିଛି, ଯେଉଁଥିରେ...
କ୍ଷମା ମାଗିଲେ ଲଲିତ ମୋଦି
ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...
୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP
ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...
ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...
Archives


