ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦

ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ  ମଧ୍ୟରୁ  ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି। ତେବେ କରୋନା ଆକ୍ରାନ୍ତ ତାଲିକାରେ ପ୍ରଥମ ଥର ଲାଗି ଗଞ୍ଜାମ ଜିଲା ସାମିଲ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri