ନର୍ସଙ୍କ ହ୍ବାଟ୍ସଆପ୍‌କୁ ଆସୁଛି ଅଶ୍ଳୀଳ ଭିଡିଓ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲର ନର୍ସଙ୍କ ହ୍ବାଟ୍ସଆପ୍‌ ନମ୍ବରକୁ କେହି ଦୁର୍ବୃତ୍ତ ଅଶ୍ଲୀଳ ଭିଡ଼ିଓ ଓ ମେସେଜ ପଠାଉଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତିକରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ନର୍ସଙ୍କୁ ପ୍ରଥମେ କେହି ଦୁର୍ବୃତ୍ତ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ତାଙ୍କ ଚାକିରି ଛଡ଼ାଇନେବା ନେଇ ଧମକାଇଥିଲେ। ପରେ ଉକ୍ତ ନମ୍ବରରୁ ବାରମ୍ବାର ଅଶ୍ଲୀଳ ଭିଡ଼ିଓ ଓ ଫଟୋ ପଠାଇଥିଲେ। ଏପରିକି ନର୍ସ ଜଣଙ୍କ ଉକ୍ତ ନମ୍ବରକୁ ଫୋନ୍‌ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ଏ ନେଇ ନର୍ସ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri