Posted inଜାତୀୟ

ଜେଇଇ, ନିଟ୍‌ ପାଇଁ ସାନି ତାରିଖ ଘୋଷଣା ୫ରେ

ନୂଆଦିଲ୍ଲୀ,୪ା୫(ପି.ଟି.): ଜେଇଇ ଏବଂ ନିଟ୍‌ ପ୍ରବେଶିକା ପରୀକ୍ଷା ଲାଗି ସାନି ତାରିଖ ୫ରେ ଘୋଷଣା କରାଯିବ ବୋଲି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ରବିବାର କୁହାଯାଇଛି। କୋଭିଡ୍‌-୧୯ ସଂକ୍ରମଣ ଯୋଗୁ ସାରାଦେଶ ଲକ୍‌ଡାଉନ୍‌ରେ ଥିବାରୁ ପରୀକ୍ଷା ସ୍ଥଗିତ ରହିଥିଲା। ସାନି ପରୀକ୍ଷା ତାରିଖ ମଙ୍ଗଳବାର ଘୋଷଣା ହେବ ବୋଲି ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କହିଛନ୍ତି। ଫଳରେ ପରୀକ୍ଷାକୁ ନେଇ ଇଞ୍ଜିନିୟରିଂ ଓ ମେଡିକାଲ ଶିକ୍ଷାଗ୍ରହଣ ପାଇଁ ଆଗ୍ରହୀ ପ୍ରାର୍ଥୀମାନଙ୍କ ମଧ୍ୟରେ ଯେଉଁ ଅନିଶ୍ଚିତତା ରହିଥିଲା ତାହା ଦୂର ହୋଇଛି। ସେଦିନ ମନ୍ତ୍ରୀ ଛାତ୍ରୀଛାତ୍ରଙ୍କ ସହ ଅନଲାଇନରେ କଥା ହେବେ ବୋଲି ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଦେଶର ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମଲେଖା ପାଇଁ ଜେଇଇ ମେନ୍ସ ପରୀକ୍ଷା କରାଯାଉଥିବାବେଳେ ମେଡିକାଲ କଲେଜରେ ନାମଲେଖା ପାଇଁ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା (ନିଟ୍‌) ଦେବାକୁ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା

ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି)...

କୋଭିଶିଲ୍ଡ ପାର୍ଶ୍ୱ ପ୍ରତିକ୍ରିୟା: ସୁପ୍ରିମକୋର୍ଟରେ କ୍ଷତିପୂରଣ ଦାବି

ନୂଆଦିଲ୍ଲୀ,୩ା୫:କରୋନା ପ୍ରତିଶେଧକ ଟିକା କୋଭିଶିଲ୍ଡର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଅଷ୍ଟ୍ରାଜେନିକା କମ୍ପାନୀ ସ୍ବୀକାର କରିବା ପରେ ଏହାର ଯାଞ୍ଚ ପାଇଁ ଜଣେ ଆଇନଜୀବୀ ସୁପ୍ରିମକୋର୍ଟଙ୍କ...

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା...

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri