ବଡ଼ସାହି,୪।୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀ ଗ୍ରାମର ବାପ-ପୁଅ ମାଛ ଧରିବାକୁ ଯାଇ ରବିବାର ନିଖୋଜ ହୋଇଥିଲେ। ତେବେ ସୋମବାର ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର ହୋଇଛି। ନିଖୋଜ ବାପା-ପୁଅ ହେଲେ ଗଣେଶ୍ବର ଦେହୁରୀ ଓ ତାଙ୍କର ୮ବର୍ଷର ପୁଅ।
ପ୍ରକାଶ ଯେ, ଗଣେଶ୍ବର ରବିବାର ମାଛ ଧରିବା ପାଇଁ ସାନ ପୁଅ ସହ ବାଇକ୍ ଯୋଗେ ଜାଲ ନେଇ ମାଣତ୍ରୀ ଶିବମନ୍ଦିର ସଂଲଗ୍ନ ଜଳାଶୟ ବା କୁଣ୍ଡିକୁ ଯାଇଥିଲେ। ବହୁ ସମୟ ପର୍ଯ୍ୟନ୍ତ ଘରକୁ ନ ଫେରିବାକୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ମନ୍ଦିର ପାଖରେ ବାଇକ ମିଳିଥିବା ବେଳେ ଡିକିରେ ମୋବାଇଲ ଫୋନ୍ ଥିଲା। ମାତ୍ର ବାପ-ପୁଅଙ୍କର ପତ୍ତା ମିଳି ନ ଥିଲା। ଗ୍ରାମବାସୀ, ପୋଲିସ ଓ ଦମକଳ ବାହିନୀ ରାତିସାରା ପାଣିରେ ଖୋଜାଖୋଜି କରି ମଧ୍ୟ ପାଇ ନ ଥିଲେ। ତେବେ ସୋମବାର ସକାଳୁ ପାଣିରେ ବାପ-ପୁଅଙ୍କ ଚପଲ ଭାସୁଥିବା ଦେଖି ସେହିସ୍ଥାନରେ ବୁଡି ଉଭୟଙ୍କୁ ଉଦ୍ଧାର କରାଯାଇଛି। ଏ ନେଇ ବୈଶିଙ୍ଗା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ଦ୍ୱୟକୁ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆର୍ଏମ ମେଡ଼ିକାଲକୁ ପଠାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର
ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


