କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍‌

ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର ଲାଇଟ୍‌ ଲଗାଯାଇଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ଦେଶରେ ଅନେକ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଓ ଅନ୍ୟମାନେ ସେବା ଜାରି ରଖିଛନ୍ତି। ଏହି ସମୟରେ ସେନା ସେମାନଙ୍କ ସହ ରହିଛି ବୋଲି କୋଷ୍ଟଗାର୍ଡ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri