ମାସ୍କ ନ ପିନ୍ଧି ୬୦ଜଣ ଦେଲେ ଜରିମାନା

କୋଣାର୍କ,୪।୫(ଡି.ଏନ.ଏ.): କରୋନା ଲାଗି ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବାବେଳେ ଏହାକୁ ଅବମାନନା କରିଥିବାରୁ ସୋମବାର କୋଣାର୍କର ୬୦ଜଣଙ୍କ ଜରିମାନା ଦେଇଛନ୍ତି। ଗୋପ ତହସିଲଦାର ପୃଥ୍ବୀରାଜ ମଣ୍ଡଳ, କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଏମ. ଶ୍ରୀନିବାସ ଓ କୋଣାର୍କ ଥାନା ଅଧିକାରୀ ରଂଜନ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଗଠିତ ଏକ ଟିମ କୋଣାର୍କସ୍ଥିତ ମେଡିକାଲ ଛକଠାରେ ଚେକିଂ କରାଯାଇଥିଲା। ୬୦ଜଣ ମାସ୍କ ପିନ୍ଧି ନ ଥିବାରୁ ୨୦୦ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବା ସହ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri