ଦାରିଙ୍ଗବାଡ,୪।୫(ଡି.ଏନ.ଏ)- ଲକ୍ଡାଉନ ପରେ ସମସ୍ତ ବିଦ୍ୟାଳୟ ସମେତ ଅଙ୍ଗନାୱାଡ଼ିକେନ୍ଦ୍ର, କଲେଜ ଆଦିକୁ ସରକାର ଛୁଟି ଘୋଷଣା କରିଥିଲେ। ମାତ୍ର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ହେଡକ୍ୱାଟରରେ ରହିବାକୁ ନିର୍ଦ୍ଦେଶ ରହିଥିଲା। ଏହାକୁ ଅବମାନନା କରି ଦାରିଙ୍ଗବାଡିରେ ଚାକିରି କରିଥିବା ଗଞ୍ଜାମ, ଖୋର୍ଦ୍ଦା, ନୟାଗଡ ଆଦି ଜିଲାର ଶିକ୍ଷୟିତ୍ରୀଶିକ୍ଷକମାନେ ଘରକୁ ପଳାଇଥିଲେ। ଶତାଧିକ ଶିକ୍ଷକ ପଳାଇଥିଲେ ମଧ୍ୟ ମାତ୍ର ୮୭ ଜଣଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯାଇଥିଲା। ଏନେଇ ବିବାଦ ହେବାରୁ କେବଳ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡିଙ୍କ ନିକଟରେ ମଧ୍ୟ ଚଞ୍ଚକତା ନେଇ ଅଭିଯୋଗ ହୋଇଥିଲା। ଏବେ ବିଇଓ ବ୍ରହ୍ମାନନ୍ଦ ରାଉତ ପୁଣି ବଳକା ୩୨ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନୋଟିସ କରିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଧାନରେ ଇନ୍ପୁଟ୍ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ
ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
Archives


