ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ କାର୍ଯ୍ୟକ୍ରମ କରିଥିଲେ ମଧ୍ୟ ଓଡ଼ିଶାର ପ୍ରଶାସନ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା ପାଇଁ ବିଶ୍ୱର ବିଭିନ୍ନ ନେତାମାନେ ତାଙ୍କୁ…

ମୋହନ ସରକାରଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ୨ଟି ପିଲା ଥିଲେ…

ଭୋପାଳ,୧୦।୬: ସରକାରୀ କର୍ମଚାରୀ ଏବଂ ଚାକିରି ଆଶାୟୀମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି: ସେମାନେ ଆଉ “ଦୁଇ ସନ୍ତାନ” ନିୟମର ଅଧୀନରେ ରହିବେ ନାହିଁ। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ନୂତନ ପ୍ରସ୍ତାବକୁ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର କରିପାରିବେ। ଏହି ସମୟରେ, ସରକାରୀ ଇନ୍ଧନ…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି। ଜଙ୍ଗଲରେ କେହି ଦୁର୍ବୃତ୍ତ ନିଆଁ ଲଗାଇ…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା ମଧ୍ୟରେ, ରାଜନୈତିକ ମହଲରୁ ଏକ ଘଟଣା…

ଜିନ୍‌ପିଙ୍ଗ୍‌ ଗଲେ କୋରିଆ

ବର୍ତ୍ତମାନ ସ୍ଥିତିରେ ବିଶ୍ୱରେ କେଉଁ ଦେଶ ଅଧିକ କ୍ଷମତାଶାଳୀ କହିବା କଷ୍ଟକର। ଦିନ ଥିଲା, ଆମେରିକା ଓ ରୁଷିଆ ସୁପରପାଓ୍ବାର ଭାବେ ରାଜୁତି କରୁଥିଲେ। ଚାଇନା ଶକ୍ତିଶାଳୀ ତାଲିକା ଭିତରକୁ ପ୍ରବେଶ କରିବା ପରେ ପୃଥିବୀରେ ଏକ ନୂଆ ସମୀକରଣ ସୃଷ୍ଟି…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି। ପ୍ରତିଦିନ ଏଭଳି ଘଟଣା ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତି ଦେଶ ଭିତରେ ଛବି…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଏବଂ ମୌଳିକ କର୍ତ୍ତବ୍ୟ” ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଉତୁରୁଛି ଅପରାଧ

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ୩ ଜୁନ୍‌ରେ ଯେଭଳି ଭାବେ ହତ୍ୟା କରାଯାଇଛି, ତାହା ଏବେ ଦେଶସାରା ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କୁ କୌଣସି ସୁପାରି କିଲରଙ୍କ ଦ୍ୱାରା ହତ୍ୟା କରାଯାଇ…

ନେତାନ୍ୟାହୁଙ୍କୁ ଟ୍ରମ୍ପଙ୍କ ଶେଷ ଚେତାବନୀ! ‘ବିବି ସାବଧାନ ହୋଇଯାଅ, ନହେଲେ…’

ଓ୍ବାଶିଂଟନ,୯।୬: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ମତଭେଦ ଦେଖାଯାଇଛି । ୬୦ ଦିନିଆ ଅସ୍ତ୍ରବିରତି ପରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଆକ୍ରମଣ ପରେ ଟ୍ରମ୍ପ…

୨୪ ଭାରତୀୟ ଥିବା ତୈଳବାହୀ ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ,୯ା୬: ଅସ୍ତ୍ରବିରତି ସତ୍ତ୍ୱେ ଇସ୍ରାଏଲ୍‌ ଏବଂ ଇରାନ ମଧ୍ୟରେ ଆକ୍ରମଣ ଜୋର୍‌ଦାର ହୋଇଥିବାବେଳେ ଓମାନ ଉପକୂଳରେ ୨୪ ଭାରତୀୟ ଥିବା ଏକ ତୈଳବାହୀ ଜାହାଜ ସୋମବାର ଅପରାହ୍ନରେ ଆକ୍ରମଣର ସମ୍ମୁଖୀନ ହେବାରୁ ସେଥିରେ ନିଆଁ ଲାଗିଯାଇଛି। ଜାହାଜଟି ଓମାନର ଡୁକମ୍‌ ବନ୍ଦର…

ବିମାନଯାତ୍ରା ନେଇ ବାବୁଙ୍କୁ ତାଗିଦ: ଲାଗିଲା କଟକଣା

ଭୁବନେଶ୍ୱର,୯।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛିଦିନ ତଳେ ପେଟ୍ରୋଲ, ଡିଜେଲର ବ୍ୟବହାର କମ୍‌ କରିବା ପାଇଁ କହିବା ପରଠାରୁ ସାଧାରଣରେ ଲୋକଙ୍କ ଭିତରେ ଏକ ପ୍ରକାର ଭୟ ରହିଛି। ସମାନଭାବେ ବର୍ତ୍ତମାନ ରାଜ୍ୟର ପେଟ୍ରୋଲ ପମ୍ପଗୁଡ଼ିକୁ ଆବଶ୍ୟକତା ଅନୁଯାୟୀ ତୈଳ…

‘ଅବିବାହିତ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସହମତିରେ ସମ୍ପର୍କ ଦୁଶ୍ଚରିତ୍ର ନୁହେଁ’

ନୂଆଦିଲ୍ଲୀ,୯ା୬(ପି.ଟି.): ଦୁଇଜଣ ଅବିବାହିତ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସହମତିରେ ଶାରୀରିକ ସମ୍ପର୍କକୁ ଦୁଶ୍ଚରିତ୍ର କୁହାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଲଙ୍ଗାନା ରାଜ୍ୟସ୍ତରୀୟ ପୋଲିସ ନିଯୁକ୍ତି ପରୀକ୍ଷାରେ ଜଣେ କନ୍‌ଷ୍ଟେବଲ ପଦବୀ ପାଇଁ ଚୟନ ହୋଇଥିବାବେଳେ ବିଫଳ ପ୍ରେମ ସମ୍ପର୍କକୁ ନେଇ ତାଙ୍କ…

୯୭ ଡଲାର ଡେଇଁଲା ବ୍ରେଣ୍ଟକ୍ରୁଡ୍‌! ଭାରତରେ ପୁଣି ବଢ଼ିବ କି ପେଟ୍ରୋଲ-ଡିଜେଲ ଦର?

ନ୍ୟୁୟର୍କ,୯।୬: ଗତ କିଛି ଦିନ ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ୍‌କ୍ରୁଡ୍‌ ମୂଲ୍ୟରେ ହ୍ରାସ ଘଟିବା ସହିତ ଅଶୋଧିତ ତୈଳ ବଜାରରେ ସୃଷ୍ଟି ହୋଇଥିବା ଚାପ ଆପାତତଃ କମିଥିଲା। କିନ୍ତୁ ସୋମବାର ବ୍ରେଣ୍ଟକ୍ରୁଡ୍‌ ମୂଲ୍ୟ ବ୍ୟାରେଲ ପିଛା ୯୭ ଡଲାର ଟପିଛି। ଇରାନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live