କୋଭିଡ୍‌ ଫଣ୍ଡକୁ ଓଡିଆ ବାପ୍‌ଟିଷ୍ଟ ମଣ୍ଡଳୀ ଦେଲା ୧ଲକ୍ଷ

ଫୁଲବାଣୀ ଅଫିସ, ୫ା୫-କରୋନା ମୁକାବିଲା ଲାଗି ବହୁ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା କରି ଆସୁଛନ୍ତି। ଏହିକ୍ରମରେ ଫୁଲବାଣୀ ଅମଲାପଡା ଓଡ଼ିଆ ବାପ୍‌ଟିଷ୍ଟ ମଣ୍ଡଳୀ ପକ୍ଷରୁ ସୋମବାର ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଚର୍ଚ୍ଚ ପକ୍ଷରୁ ବାପ୍‌ଟିଷ୍ଟ ମଣ୍ଡଳୀ ବିଶ୍ୱାସୀଙ୍କ ପାଖରୁ ଏହି ଟଙ୍କା ଆଦାୟ କରାଯାଇ ଚେକ୍‌ ଆକାରରେ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବାପ୍‌ଟିଷ୍ଟ ମଣ୍ଡଳୀ ସଭାପତି ଇମାନୁଏଲ ରଥ, ସାଧାରଣ ସମ୍ପାଦକ ଗିଦିୟନ ନାୟକ, କୋଷାଧ୍ୟକ୍ଷ ରବୀନ କୁମାର ସାମନ୍ତରାୟ, ଯୁଗ୍ମ ସମ୍ପାଦକ ପ୍ରଭୁଦତ୍ତ ମିଶ୍ର, ସହ ସମ୍ପାଦକ ଆଶିଷ କୁମାର ସେନାପତି ପ୍ରମୁଖ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଚେକ୍‌ ପ୍ରଦାନ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri