ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କରଣ ସମାଜର ସହାୟତା

କୋକସରା,୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଆଞ୍ଚଳିକ କରଣ ସମାଜ ପକ୍ଷରୁ ଡାକ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ୧୯ ସହାୟତା ପାଣ୍ଠିକୁ ୩୧ହଜାର ଟଙ୍କା ପ୍ରଦାନ କରାଯାଇଛି। ଆଞ୍ଚଳିକ କରଣ ସମାଜ ସଭାପତି ସହଦେବ ପଟ୍ଟନାୟକ ଓ ସାଧାରଣ ସମ୍ପାଦକ ନାରାୟଣ ପଟ୍ଟନାୟକଙ୍କ ଜରିଆରେ ଏହି ଟଙ୍କା ପଠାଯାଇଛି ା ଏଥିରେ ସମାଜରେ ବସବାସ କରୁଥିବା ବିଭିନ୍ନ ଗ୍ରାମର ସଭ୍ୟମାନଙ୍କଠାରୁ ଦାନ ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri