Posted inଖେଳ

ତୁର୍କୀ ଫୁଟ୍‌ବଲ ଲିଗ୍‌ ଜୁନ୍‌୧୨ରୁ

ଇସ୍ତାନ୍‌ବୁଲ୍‌,୭ା୫ (ଏଏଫ୍‌ପି)-ତୁର୍କୀ ଫୁଟ୍‌ବଲ ଲିଗ୍‌ ଜୁନ୍‌ ୧୨ରୁ ଆରମ୍ଭ ହେବ। ଦେଶର ଫୁଟ୍‌ବଲ ମହାସଂଘ ବୁଧବାର ଘୋଷଣା କରିଛି। କରୋନାଭାଇରସ୍‌ ମହାମାରୀ ଯୋଗୁ ମାର୍ଚ୍ଚରେ ମ୍ୟାଚଗୁଡ଼ିକ ସସ୍‌ପେଣ୍ଡ ରଖାଯାଇଥିଲା। ତୁର୍କୀ ଫୁଟ୍‌ବଲ ଫେଡେରେଶନ (ଟିଏଫ୍‌ଏଫ୍‌) ମୁଖ୍ୟ ନିହାତ୍‌ ଓଜ୍‌ଦିମିରଙ୍କ ସୂଚନା ଅନୁସାରେ ମ୍ୟାଚ୍‌ଗୁଡ଼ିକ ଜୁନ୍‌ ୧୨, ୧୩ ଓ ୧୪ରେ ଖେଳାଯିବ। ଅଗଷ୍ଟରେ ତୁର୍କୀ ଚାମ୍ପିୟନ୍ସ ଲିଗ୍‌ ଆୟୋଜନ କରିବା ନେଇ ସେ ଆଶାବାଦୀ ଅଛନ୍ତି। ପ୍ରକୃତରେ ଏହା ଇସ୍ତାନବୁଲ୍‌ର ଆତାତୁର୍କ ଅଳିମ୍ପିକ ଷ୍ଟାଡିୟମରେ ମେ ୩୦ରେ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ସେହିପରି ସୁପର ଲିଗ୍‌କୁ ଜୁଲାଇ ୨୬ ସୁଦ୍ଧା ଶେଷ କରିବା ଲାଗି ଟିଏଫ୍‌ଏଫ୍‌ର ଯୋଜନା ରହିଥିବା ଓଜ୍‌ଦିମିର କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri