ପ୍ରକଳ୍ପ ମଞ୍ଜୁରୀ କ୍ଷେତ୍ରରେ ପରିବେଶ ମନ୍ତ୍ରଣାଳୟର ପଦକ୍ଷେପ

ନୂଆଦିଲ୍ଲୀ,୭।୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଦେଶ ମଧ୍ୟରେ ପ୍ରକଳ୍ପ ମଞ୍ଜୁରୀକୁ ତ୍ୱରାନ୍ବିତ କରିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ଯୋଜନା ଅନ୍ତର୍ଗତ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ଭାବେ ୧୦ ମିନିଟ୍‌ରେ ପ୍ରକଳ୍ପ ମଞ୍ଜୁରୀ ସୁବିଧା ପ୍ରଦାନ ନେଇ ବିଚାର କରାଯାଉଛି। ଖଣି, ଭିତ୍ତିଭୂମି ଏବଂ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ଜଙ୍ଗଲ ଓ ପରିବେଶ ମଞ୍ଜୁରୀକୁ ତ୍ୱରିତ କରିବା ଲାଗି ମନ୍ତ୍ରଣାଳୟ ପକ୍ଷରୁ ବିଶେଷଜ୍ଞ କମିଟି ସହ ଆଲୋଚନା କରାଯାଇଛି। ଖୁବ୍‌ କମ୍‌ ସମୟ ମଧ୍ୟରେ ଏସବୁ କ୍ଷେତ୍ରରେ ମଞ୍ଜୁର ଦେବା ଲାଗି ବିଶେଷଜ୍ଞ କମିଟି ସୁପାରିସ କରିଛି। କେତେକ କ୍ଷେତ୍ରରେ ମଞ୍ଜୁରୀର ସମୟସୀମା ୧୦ମିନିଟ ରହିବାକୁ ନେଇ ସୁପାରିସରେ କୁହାଯାଇଛି। ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ଗତି ପ୍ରଦାନ କରିବା ଦିଗରେ ସରକାର ଏଭଳି ବିଭିନ୍ନ ପଦକ୍ଷେପ ହାତକୁ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri