Posted inଫୁରସତ

ଏମିତି ଦେଶ, ଯେଉଁଠି ଘର କାନ୍ଥରେ ସ୍ତ୍ରୀଙ୍କ ଫଟୋ ରହିବା ବାଧ୍ୟତାମୂଳକ

ବିଶ୍ୱର ପ୍ରତ୍ୟେକ ଦେଶରେ କିଛି ନା କିଛି ରହସ୍ୟ ରହିଛି। ପ୍ରତ୍ୟେକ ଦିଶ ନିଜ ଚାଲିଚଳଣି, ପରମ୍ପରାକୁ ନେଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥାଏ। ସେହିପରି ବ୍ରୁନେଇ ଏମିତି ଏକ ଦେଶ, ଯେଉଁଠାରେ ଅଜବ ନୀତି ନିୟମ ତଥା  ପ୍ରଥା ରହିଛି। ଇଣ୍ଡୋନେସିଆ ନିକଟରେ ଅବସ୍ଥିତ ଏହି ଦେଶରେ ରାଜତନ୍ତ୍ର ବର୍ତ୍ତମାନ ମଧ୍ୟ କାର୍ଯ୍ୟ କରୁଛି, ଅର୍ଥାତ୍‌ ଏଠାରେ ରାଜାଙ୍କ ଶାସନ ଚାଲିଥାଏ। ଅନ୍ୟାନ୍ୟ ଦେଶ ପରି ଏହି ଦେଶ ମଧ୍ୟ ବ୍ରିଟିଶମାନଙ୍କର ଅଧୀନରେ ରହିଥିଲା। ୧୯୮୪ ଜାନୁୟାରୀ ୧ରେ ସ୍ବାଧୀନତା ଲାଭ କରିଥିଲା। ଏହି ଦେଶରେ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଥାଏ। ଘର କାନ୍ଥରେ ସ୍ତ୍ରୀଙ୍କ ଫଟୋ ରଖିବା ବାଧ୍ୟତାମୂଳକ ଭଳି ପ୍ରଥା ଏଠାରେ ଚଳିଆସୁଛି। କେତେକ ଲୋକଙ୍କ ଘର କାନ୍ଥ ବା ପ୍ରାଚୀରରେ ଏକରୁ ଅଧିକ ସ୍ତ୍ରୀଙ୍କ ଫଟୋ ଲଗାଯାଇଥିବାର ମଧ୍ୟ ଦେଖାଯାଏ। ଏହା ବ୍ୟତୀତ କାନ୍ଥରେ ସୁଲତାନଙ୍କ ଚିତ୍ର ମଧ୍ୟ ଦେଖିବାକୁ ମିଳିଥାଏ। କେବଳ ଏତିକି ନୁହେଁ, ଏଠାକାର ଲୋକମାନେ ରାସ୍ତାରେ ଯିବାବେଳେ କିଛି ଖାଇବା ପିଇବା କରନ୍ତି ନାହିଁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏଠାକାର ଲୋକେ ଫାଷ୍ଟଫୁଡ୍‌ ଖାଇବାକୁ ପସନ୍ଦ କରନ୍ତି ନାହିଁ। ସର୍ବସାଧାରଣ ସ୍ଥାନରେ ମଦ ପିଇବା ମଧ୍ୟ ନିଷେଧ।


ଏକ ରିପୋର୍ଟ ଅନୁଯାୟୀ, ଏଠାରେ ଅଧିକାଂଶ ଲୋକଙ୍କ ପାଖରେ କାର୍‌ ରହିଛି। ପ୍ରାୟ ୧ ହଜାର ଲୋକଙ୍କ ପାଖରେ ୭୦୦କାର୍‌ ଅଛି। ପ୍ରକୃତପକ୍ଷେ ଏଠାକାର ଲୋକଙ୍କ ନିକଟରେ ଅଧିକ କାର୍‌ ରହିବାର କାରଣ ହେଲା ଏଠାରେ ତେଲ ମୂଲ୍ୟ ବହୁତ କମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri