ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: କରୋନା ପରୀକ୍ଷା ପରେ ହିଁ ପ୍ରବାସୀଙ୍କୁ ଓଡ଼ିଶା ଫେରିବାକୁ ଅନୁମତି ମିଳୁ

କଟକ ଅଫିସ,୭।୫- ଓଡ଼ିଶାକୁ ଫେରିବା ପାଇଁ ପଞ୍ଜିକରଣ କରିଥିବା ପ୍ରବାସୀମାନଙ୍କୁ କରୋନା ପରୀକ୍ଷା(ଆର୍‌ଟି-ପିସିଆର୍‌) ପରେ ହିଁ ଫେରିବା ପାଇଁ ଅନୁମତି ଦିଆଯାଉ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଗୁରୁବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ନାରାୟଣ ଚନ୍ଦ୍ର ଜେନାଙ୍କ ପକ୍ଷରୁ ଦାଏର ହୋଇଥିବା ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ଏବଂ ଜଷ୍ଟିସ କେ. ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ରାଜ୍ୟରୁ ପ୍ରବାସୀମାନେ ଓଡିଶା ଫେରିବାକୁ ଚାହୁଁଛନ୍ତି, ସେଇ ରାଜ୍ୟରେ କରୋନା ପରୀକ୍ଷା କରାଯିବ। ରିପୋର୍ଟ ନେଗେଟିଭ୍‌ ଆସିଲେ ହିଁ ଓଡ଼ିଶା ଫେରିବା ପାଇଁ ଅନୁମତି ଦିଆଯାଉ। ପଜେଟିଭ ଆସିଲେ, ସେହି ସ୍ଥାନରେ ରଖି ଚିକିତ୍ସା କରାଯାଉ। ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri