Posted inବରଗଡ଼

ଚାଲି ଚାଲି ଢେଙ୍କାନାଳରୁ ଛତିଶଗଡ଼ ଫେରୁଛନ୍ତି ପ୍ରବାସୀ ଶ୍ରମିକ

ସରଣ୍ଡା,୮।୫(ଡି.ଏନ.ଏ)-ଛତିଶଗଡ଼ରୁ ଢେଙ୍କାନାଳ ଜିଲାକୁ ଦାଦନ ଖଟିବା ପାଇଁ ଆସିଥିବା ପ୍ରବାସୀ ଶ୍ରମିକମାନେ ଚାଲି ଚାଲି ନିଜ ଘରକୁ ଫେରୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ସେମାନେ ନିଜ ପିଲା ଛୁଆଙ୍କୁ ଧରି ଅତାବିରା ଅତିକ୍ରମ କରିଛନ୍ତି। ସେମାନଙ୍କ ମଧ୍ୟରେ ୭ପୁରୁଷ, ୪ମହିଳା ଏବଂ ୨ଜଣ ଶିଶୁ ରହିଛନ୍ତି।
ସୂଚନାଯୋଗ୍ୟ, ଛତିଶଗଡ଼ ରାଜ୍ୟ ଜାଞ୍ଜଗିର ଚାମ୍ପା ନିକଟ କନ୍ଦକେର ଗ୍ରାମର ଏହି ଶ୍ରମିକମାନେ ଗତ କିଛିମାସ ତଳୁ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗୁଣ୍ଡେଇ ଗ୍ରାମକୁ ଦାଦନ ଖଟିବାକୁ ଯାଇଥିଲେ। ତେବେ ଲକ୍‌ଡାଉନ୍‌ କଟକଣା ଯୋଗୁ ସେମାନଙ୍କ କାମଧନ୍ଦା ବନ୍ଦ ହୋଇଯାଇଥିଲା। ଫଳରେ ସେମାନେ ଘରକୁ ଫେରିବାକୁ ଚାହିଁଥିଲେ। ଗାଡ଼ି, ମଟର ଚାଲୁ ନ ଥିବା ଯୋଗୁ ଶେଷରେ ବାଧ୍ୟ ହୋଇ ଚାଲିଚାଲି ଘରକୁ ଫେରୁଥିବା ଶ୍ରମିକମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri