CORONAVIRUS UPDATE: ୨୦ ଜିଲାକୁ ଡେଇଁଲା କରୋନା; ଏକାଥରେ ୫୮ ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୩୫୨

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର ୧୫, ମୟୁରଭଞ୍ଜ ୧ ଏବଂ ଅନୁଗୁଳ ଜିଲାରେ ୧୩ ଜଣ ରହିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ଭାବେ ଅନୁଗୁଳ କରୋନା ଆକ୍ରାନ୍ତ ଜିଲା ଭାବେ ସାମିଲ ହୋଇଛି। ଏବେ ରାଜ୍ୟରେ ୨୦ ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri