ନୂତନ ୫୮ଜଣ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ୫୭ଜଣ ବାହାର ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୫୮ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ତେବେ ନୂତନ ଭାବେ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ୫୮ଜଣଙ୍କ ମଧ୍ୟରୁ ୫୭ଜଣ ବାହାର ରାଜ୍ୟ ଫେରନ୍ତା ବୋଲି କୁହାଯାଇଛି। କେବଳ ଜଣେ ସାଧାରଣ ଲୋକ ଅଛନ୍ତି।

ଗଞ୍ଜାମରେ ଚିହ୍ନଟ ସମସ୍ତ ୨୯ ଏବଂ ମୟୂରଭଞ୍ଜର ଜଣେ ଆକ୍ରାନ୍ତ ସୁରଟ ଫେରନ୍ତା। ବାଲେଶ୍ୱରର ୧୫ଜଣଙ୍କ ମଧ୍ୟରୁ ୧୦ଜଣ ପଶ୍ଚିମବଙ୍ଗ ଏବଂ ୫ଜଣ କର୍ଣ୍ଣାଟକ ଫେରନ୍ତା । ସେହିଭଳି ଅନୁଗୋଳର ୧୩ଜଣଙ୍କ ମଧ୍ୟରୁ ୧୧ଜଣ ସୁରଟ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିବା ଜଣାପଡ଼ିଛି। ତେବେ କେବଳ ଅନୁଗୋଳରୁ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ତାଙ୍କୁ ଛାଡ଼ି ସମସ୍ତେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ।

ପ୍ରକାଶ ଯେ, ବର୍ତ୍ତମାନ ରାଜ୍ୟରେ ଚିହ୍ନଟ ୩୫୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୮୧ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗଞ୍ଜାମ ଜିଲାରେ ସର୍ବାଧିକ ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri