ଅଭିନେତାରୁ ହୋଇଥିଲେ ରାଜନେତା, ହେଲେ ଏବେ ଆଉ ଅଭିନୟ କରିବେନି ବିଜୟ!

ଚେନ୍ନାଇ,୧୦।୫: ରବିବାର ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଅଭିନେତାରୁ ରାଜନେତା ହୋଇଥିବା ଥାଲାପତି ବିଜୟ। ମୁଖ୍ୟମନ୍ତ୍ରୀ ହେବା ପରେ ‘ଜନ ନାୟାଗନ’ ବିଜୟଙ୍କ ଶେଷ ଚଳଚ୍ଚିତ୍ର ହେବ ବୋଲି ସାଧାରଣତଃ ଆଶା କରାଯାଉଛି,…

ବିଜୟଙ୍କ ପ୍ରଥମ ଦରମା ଥିଲା ମାତ୍ର ଏତିକି ଟଙ୍କା, ଏବେ ଦିନକୁ ରୋଜଗାର କରୁଛନ୍ତି…

ଚେନ୍ନାଇ,୧୦।୫: ଆଜିକାଲି ଦକ୍ଷିଣ ଭାରତୀୟ ସିନେମାର ପ୍ରସିଦ୍ଧ ଅଭିନେତା ଥାଲାପତି ବିଜୟଙ୍କ ଲୋକପ୍ରିୟତା ସବୁଠି ପ୍ରତିଧ୍ୱନିତ ହେଉଛି। ସେ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏକ ବଡ଼ ବିଜୟ ହାସଲ କରିଛନ୍ତି। ତାଙ୍କ ଦଳ, ତାମିଜାଗା…

ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍‌ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି  ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ ହାଡ଼ିପାକୁ ଅପହରଣ  କରିନେଇଥିଲେ । ପରେ…

Vijay Oath Ceremony: ଆଖିରେ ଆନନ୍ଦର ଅଶ୍ରୁ, ଚେହେରାରେ ଖୁସି, ଶପଥ ଗ୍ରହଣରେ ଭାବୁକ ହେଲେ ପିତା…

ଚେନ୍ନାଇ,୧୦।୫: ବିଜୟ ଥାଲାପଥୀ ଏବେ ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ପରିଚିତ ହେବେ। ତାଙ୍କର ଶପଥ ଗ୍ରହଣ ଉତ୍ସବ ରବିବାର ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ତାଙ୍କ ସମ୍ପୂର୍ଣ୍ଣ ପରିବାର ଏହି କାର୍ଯ୍ୟକ୍ରମରେ ଯୋଗ…

ବିଜୟଙ୍କ ପାଇଁ ଲକି ତ୍ରିଶା! ଶପଥ ଗ୍ରହଣରେ ସହ-ଅଭିନେତା ତ୍ରିଶା କୃଷ୍ଣନ ହେଲେ ସ୍ବତନ୍ତ୍ର ଅତିଥି, ପତ୍ନୀ-ପିଲାମାନେ ରହିଲେ ଅନୁପସ୍ଥିତ

ଚେନ୍ନାଇ,୧୦।୫: ଦକ୍ଷିଣ ସୁପରଷ୍ଟାର ଥାଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଅଭିନେତାଙ୍କ ମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତି ପୂର୍ବରୁ, ତାଙ୍କ ସାଥୀ ତ୍ରିଶା କୃଷ୍ଣନ ଏହି ଗୁରୁତ୍ୱପୂର୍ଣ୍ଣ ଅବସରକୁ ଦେଖିବା ପାଇଁ…

ବାଲିଅନ୍ତା ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼…

ଭାଜପା ବିଧାୟକ ଦଳର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ହିମନ୍ତ ବିଶ୍ୱ ଶର୍ମା ହେବେ….

ଗୁଆହାଟି,୧୦।୫: ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜେପି ନଡ୍ଡା ହିମନ୍ତ ବିଶ୍ୱଙ୍କ ନାମ ଘୋଷଣା କରିଛନ୍ତି। ମେ ୧୨ ତାରିଖ ଦିନ ପୂର୍ବାହ୍ନ ୧୧:୦୦ ଟାରେ…

ତାମିଲନାଡୁରେ ନୂଆ ଯୁଗର ଆରମ୍ଭ, ଶେଷ ହେଲା ଦ୍ରାବିଡ଼ ରାଜନୀତିର ଦବଦବା

ଚେନ୍ନାଇ,୧୦।୫: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ରବିବାର ସକାଳ ୧୦ଟା୨୨ରେ ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତି ଶେଷରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥ ସମାରୋହ…

୫ ଦିନ ୪ ବୈଠକ ପରେ ମିଳିଲା ‘ବିଜୟ’…

ଚେନ୍ନାଇ,୧୦।୫: ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସଭାପତି ବିଜୟଙ୍କୁ ସରକାର ଗଠନ କରିବା ପାଇଁ ଆବଶ୍ୟକ ସଂଖ୍ୟା ସଂଗ୍ରହ କରିବାକୁ ପାଞ୍ଚ ଦିନ, ରାଜ୍ୟପାଳଙ୍କ ସହ ଚାରୋଟି ବୈଠକ ଏବଂ ସମ୍ଭାବ୍ୟ ଅଂଶୀଦାରଙ୍କ ସହ ଅନେକ ପର୍ଯ୍ୟାୟ ମେଣ୍ଟ ଆଲୋଚନା ଲାଗିଥିଲା।…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତାଙ୍କ…

ପୂର୍ଣ୍ଣ କାର୍ଯ୍ୟକାରୀ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଦୀର୍ଘ ୫ ବର୍ଷର ପ୍ରତୀକ୍ଷା ପରେ କେନ୍ଦ୍ର ସରକାର ନିୟମାବଳୀ ପ୍ରକାଶ କରି ୪ ଶ୍ରମ ସଂହିତାକୁ ପୂର୍ଣ୍ଣ କାର୍ଯ୍ୟକାରୀ କରିଛନ୍ତି। ଏହା ସମସ୍ତ ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରି ଏବଂ ସାର୍ବଜନୀନ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବ। ୪ଟି…

ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ ବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସମ୍ପତ୍ତି ଉତ୍ତରାଧିକାରରୁ ଅଯୋଗ୍ୟତା…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…

ସ୍ପଷ୍ଟ ହେଲା ବିଜୟ ଥାଲାପତିଙ୍କ ରାଜତିଳକ, TVKକୁ ସମର୍ଥନ କଲା ଏହି ଦଳ..

ଚେନ୍ନାଇ,୯।୫: ଥାଲାପତି ବିଜୟ ତାମିଲନାଡୁରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ଶନିବାର ସେ ଆଉ ଏକ ଦଳର ସମର୍ଥନ ପାଇଲେ, ଯାହା ପରେ ତାଙ୍କ ଦଳ ସରକାର ଗଠନ ପାଇଁ ଆବଶ୍ୟକ ୧୧୮ ଆସନର ମ୍ୟାଜିକ ନମ୍ବର ଅତିକ୍ରମ କଲା। କଂଗ୍ରେସ,…

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ‘ନୂଆ ବସ୍‌’: ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

କୋଲକାତା,୯।୫: କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ କେ.ଏନ୍‌ ରବି ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଶାହା, ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର…

ଶପଥ ନେବା ପୂର୍ବରୁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ଅଧିକାରୀ: ଆଜିଠାରୁ ଆରମ୍ଭ ହେବ…

କୋଲକାତା,୯।୫: ବରିଷ୍ଠ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ପଶ୍ଚିମବଙ୍ଗ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ସହ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri