Odisha Elections 2024

ଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ଶରଣକୁଳ ଥାନା ଗୋଡ଼ିପଡ଼ାର ଏକ ଢାବା ଉପରେ ବୁଧବାର ରାତିରେ ବୋମାମାଡ଼ ହୋଇଛି। ଏଥିରେ ଢାବାମାଲିକଙ୍କର ବୁଲେଟ୍‌ ଏବଂ କାର୍‌ଟି ନଷ୍ଟ ହୋଇଯାଇଛି। ଘଟଣାରୁ ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ୭/୮ ଜଣ ଦୁର୍ବୃତ୍ତ ଏକ କାରରେ ଆସି ଢାବା ନିକଟରେ ଅଟକି ଖାଇବାକୁ ମାଗିଥିଲେ। ଢାବାର ଜଣେ କର୍ମଚାରୀ ଖାଇବା ସରି ଯାଇଥିବା କହିବାରୁ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ରୋଷେୟା ଏବଂ ଅନ୍ୟ କିଛି କର୍ମଚାରୀ ପ୍ରାଣ ବିକଳରେ ଢାବା ଛାଡ଼ି ଦୌଡ଼ି ପଳାଇଥିଲେ। ଦୁର୍ବୃତ୍ତମାନେ କ୍ୟାସ ବାକ୍ସରୁ ନଗଦ ୮ ହଜାର ଟଙ୍କା ନେଇ ଯାଇଥିବାବେଳେ ଆସବାବପତ୍ର ଭଙ୍ଗାରୁଜା କରିଥିଲେ। ଯିବା ସମୟରେ ଢାବା ନିକଟରେ ୨ଟି ବୋମାମାଡ଼ କରିଥିଲେ। ଖବର ପାଇ ଶରଣକୁଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ

ନୟାଗଡ଼,୨୫ା୫: ନୟାଗଡ଼ରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ତେବେ ପ୍ରବଳ ଜନଗହଳି ଯୋଗୁ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ୧୫୮ ନମ୍ବର...

ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ...

ମହାନଦୀରୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାମ ଅଧାପନ୍ତରିଆ

ଓଡ଼ଗାଁ,୨୫ା୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲାକୁ ମହାନଦୀରୁ ପିଇବା ପାଣି ଯୋଗାଣ ହେବ। ଏଥିରେ ନୟାଗଡ଼ ସମେତ ରଣପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ। ଏଥିପାଇଁ...

ନିର୍ବାଚନ ପୂର୍ବରୁ ନୟାଗଡ଼ରେ ବୁଲିଲା ଖଣ୍ଡା, ଭୁଜାଲି

ନୟାଗଡ଼,୨୪।୫: ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇପଡିଛି ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ। ଭାପୁର ବ୍ଲକ ଭଗବାନପୁର ଏବଂ ଖଣ୍ଡପଡା ବ୍ଳକ ରାଣିପଡା ପଞ୍ଚାୟତ ବିରିଡ଼ି...

ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ...

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri