କର୍ପୋରେଶନ ବ୍ୟାଙ୍କର ନୂତନ ଉପ ମହାପ୍ରବନ୍ଧକ

ଭୁବନେଶ୍ୱର,୧୧।୫: ରାଷ୍ଟ୍ରାୟତ୍ତ କର୍ପୋରେଶନ ବ୍ୟାଙ୍କର ସହାୟକ ମହାପ୍ରବନ୍ଧକ ଲୋକନାଥ ସାହୁ ଉପ ମହାପ୍ରବନ୍ଧକ ଭାବେ ନିଯୁକ୍ତି ପାଇଛନ୍ତି। ସେ ୧୯୯୯ରେ ଏହି ବ୍ୟାଙ୍କରେ ପ୍ରୋବେସନାରି ଅଧିକାରୀ ଭାବେ ପଦୋନ୍ନତି ପାଇଥିଲେ। ମାଙ୍ଗାଲୋର ମୁଖ୍ୟ କାର୍ଯ୍ୟାଳୟ, କଲିକତା ଜୋନାଲ କାର୍ଯ୍ୟାଳୟ, ଫର୍ଟ ମୁମ୍ବାଇ, ଭଦୋଦରା, କର୍ପୋରେଟ ବ୍ୟାଙ୍କିଙ୍ଗ୍‌ ଶାଖା କଲିକତା ଭଳି ସ୍ଥାନରେ ସେ କାର୍ଯ୍ୟ କରିଛନ୍ତି। ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ତାଙ୍କର ଦୀର୍ଘ ୨୦ବର୍ଷର ଅଭିଜ୍ଞତା ରହିଛି। ୨୦୧୯ ଜୁନ୍‌ ପରଠାରୁ ଭୁବନେଶ୍ୱରେ ଡେପୁଟି ଜୋନାଲ ମୁଖ୍ୟ ଭାବେ ସେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ତାଙ୍କୁ ପଦୋନ୍ନତି ମିଳିଛି। କାସା, ଏମ୍‌ଏସ୍‌ଏମ୍‌ଇ, ରିଟେଲ, କୃଷି, ଡିଜିଟାଲ ବ୍ୟାଙ୍କିଙ୍ଗ୍‌, କର୍ପୋରେଟ ହାଉସ ମ୍ୟାନେଜମେଣ୍ଟ, କର୍ପୋରେଟ ଆଡଭାନ୍ସ ଏବଂ ଅପହଞ୍ଚ ଇଲାକାରେ ବ୍ୟାଙ୍କିଙ୍ଗ୍‌ ସୁବିଧା ଯୋଗାଣ ଦିଗରେ ଚେଷ୍ଟା ଜାରି ରହିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri