କ୍ୱାରାଣ୍ଟାଇନ ଅବଧି ସରିବା ପରେ ସ୍ବାସ୍ଥ୍ୟକର୍ମୀ ଭାବେ ଲୋକଙ୍କ ସେବା କରିବେ; ଏଥିପାଇଁ ନିଆଯାଉଛି କୋଭିଡ୍‌-୧୯ କ୍ଲାସ୍‌: ଜିଲାପାଳ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ. ): ରାଜ୍ୟ ତଥା ରାଜ୍ୟ ବାହାରୁ ଲୋକେ ଗଞ୍ଜାମ ଜ଼ିଲାକୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ସେଠାରେ ପ୍ରବାସୀଙ୍କ କ୍ୱାରାଣ୍ଟାଇନ ଅବଧି ସରିବା ପରେ ସେମାନେ ଜଣେ ଜଣେ କୋଭିଡ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ହୋଇ ଲୋକଙ୍କ ସେବା କରିପାରିବେ ବୋଲି ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟକରି ସୂଚନା ଦେଇଛନ୍ତି। ଏଥିପାଇଁ କ୍ୱାରାଣ୍ଟାଇନ ସେଣ୍ଟରରେ ସେମାନଙ୍କର କୋଭିଡ-୧୯ କ୍ଲାସ ନିଆଯାଉଥିବା ସେ କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, ସକାଳୁ ଉଠିବା ପରେ ନିତ୍ୟକର୍ମ ସାରି ବ୍ୟାୟାମ, ଯୋଗ, ତା’ପରେ ଜଳଖିଆ, କୋଭିଡ -୧୯ କ୍ଲାସ, ମଧ୍ୟାହ୍ନ ଭୋଜନ, ଚାରାରୋପଣ, ସଫେଇ କାର୍ଯ୍ୟ, ରାତ୍ରି ଭୋଜନ ଏବଂ ପରେ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା। ଏଥିସହ ସରକାରଙ୍କ ଗାଇଡ୍‌ଲାଇନ ଅନୁସାରେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଲୋକଙ୍କୁ ଖାଦ୍ୟ ଦିଆଯାଉଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri