ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି।
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି।
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା...
ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...
ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...
ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...
